ଅଟୋ ଚଳାଉଥିବା ରଶ୍ମୀରେଖାଙ୍କୁ କୋଭିଡ-୧୯ ସଂଗ୍ରାମୀ ସମ୍ମାନ

ବରଗଡ଼ ଅଫିସ,୧୩।୬- ବରଗ ଜିଲା ଘେଁସ ଗ୍ରାମର ଉଚ୍ଚ ଶିକ୍ଷିତା ଝିଅ ରଶ୍ମିରେଖା ବାଗ ନିଜେ ଅଟୋ ଚଲାଇ ପାଠ ପଢିବା ସହିତ ପରିବାର ଗୁଜୁରାଣ ମେଣ୍ଟାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ଜନ୍ମେଜୟ ବାଗ ଓ କ୍ଷୀରେଶ୍ବରୀ ବାଗଙ୍କ ଝିଅ ରଶ୍ମିରେଖାଙ୍କ ଏଭଳି କାମକୁ ଭରସା ପରିବାର ପ୍ରଶଂସା କରିଛି। ଏହି ପରିପ୍ରେକ୍ଷୀରେ ଶନିବାର ରଶ୍ମିରେଖାଙ୍କୁ ଭରସା ପରିବାର ପକ୍ଷରୁ କୋଭିଡ-୧୯ ସଂଗ୍ରାମୀଭାବେ ସମ୍ବର୍ଦ୍ଧିତ କରାଯାଇଛି। ଭରସା ପରିବାରର ମୁଖ୍ୟ ଉପଦେଷ୍ଟା ନିହାଲ ସିଂ ତତ୍ତ୍ୱାବଧାନରେ ଘେଁସଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ଡଃ ହଳଧର ନାଗ ଏବଂ ପଦ୍ମଶ୍ରୀ ଡ ଜିତେନ୍ଦ୍ର ହରିପାଲ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଭରସା ପରିବାରର ସଭ୍ୟ ଚୈତନ ମୁନା ଏବଂ ଅନ୍ୟ ସଭ୍ୟମାନେ ଉପସ୍ଥିତ ଥିଲେ। ଉପସ୍ଥିତି ଥିଲେ । ରଶ୍ମିରେଖା ସ୍ନାତକ ଶେଷବର୍ଷରେ ପାଠ ପଢ଼ିବା ସହିତ ଅଟୋ ଚଲାଇ ଅନ୍ୟ ଝିଅମାନଙ୍କ ପାଇଁ ଏକ ଦୃଷ୍ଟାନ୍ତ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri