ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଶୁକ୍ରବାର ଅଟୋ ଭଡ଼ାକୁ କେନ୍ଦ୍ରକରି ଶହୀଦନଗର ଥାନା ବାଣୀବିହାର ଛକରେ ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି। ଅଟୋ ଭଡ଼ା ଅଧିକ ନେବା କାରଣରୁ ଚାଳକଙ୍କୁ ଯୁବତୀ ଜଣକ ବିଚ୍ ରାସ୍ତାରେ ପିଟିଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ କେହି ଅଟକାଇ ନ ଥିଲେ। ଶେଷରେ ମାମଲା ଥାନାରେ ପହଞ୍ଚିଥିଲା। ଉଭୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏନେଇ ଦୁଇଟି ପୃଥକ ମାମଲା ରୁଜୁ କରି ସିଆରପିସି ୪୧ରେ ଉଭୟଙ୍କୁ ନୋଟିସ ଦେଇଛି।
ସୂଚନାଯୋଗ୍ୟ,ଯୁବତୀ ଜଣକ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଆସିଥିଲେ। ଡ୍ରାଇଭର ଜଣକ ତାଙ୍କୁ ୨୦ ଟଙ୍କା ଭଡ଼ା ମାଗିଥିଲେ। ଯୁବତୀ ଜଣକ ୧୫ ଟଙ୍କା ଦେଇଥିଲେ। ଡ୍ରାଇଭର କହିଥିଲେ ୨୦ଟଙ୍କାରୁ ଟଙ୍କାଟେ କମ୍ ହେବନି। ଯୁବତୀ ମଧ୍ୟ ତାଙ୍କ ଜିଦ୍ରେ ଅଟଳ ରହି କହିଥିଲେ,୧୫ଟଙ୍କାରୁ ଟଙ୍କାଟେ ଅଧିକ ଦେବିନି। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଶେଷରେ ଯୁବତୀ ଜଣକ ଡ୍ରାଇଭରଙ୍କୁ ଅଟୋରୁ ଘୋଷାଡ଼ି ଆଣି ରାସ୍ତା ମଝିରେ ନିସ୍ତୁକ ପିଟିଥିଲେ।
ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…
ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…
ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…
ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…
ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…
ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…
ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍
ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…
ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍ଦଣ୍ଡ
ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…
ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…
ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…
ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର
କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…
ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…
ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…
Archives

