ଅଟୋ-ମିନିଟ୍ରକ୍‌ ଧକ୍କା: ଜଣେ ମୃତ, ୫ ଆହତ

ଛତ୍ରପୁର, ୮।୭(ଡି.ଏନ.ଏ): ଛତ୍ରପୁର ସହର ଉପକଣ୍ଠ ଏକ ଢାବା ସମ୍ମୁଖ ଜାତୀୟ ରାଜପଥରେ ରବିବାର ସକାଳେ ଅଟୋ ରିକ୍ସାକୁ ମିନିଟ୍ରକ୍‌ ଧକ୍କା ଦେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଗଞ୍ଜାମ ବ୍ଲକ ରାଉଳିବନ୍ଧ ଗାଁର ଗଙ୍ଗାଧର ମହାରଣା। ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଅଟୋ ଲୋକଙ୍କୁ ନେଇ ରାଉଳିବନ୍ଧକୁ ଫେରୁଥିବା ବେଳେ ପଛପଟୁ ମିନିଟ୍ରକ୍‌ ଧକ୍କା ଦେବାରୁ ଗାଡି ୨ଟି ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପୋଲିସ ଓ ସ୍ଥାନୀୟ ଲୋକେ ପହଞ୍ଚତ୍ ଆହତଙ୍କୁ ଉଦ୍ଧାର କରି ମେଡିକାଲକୁ ପଠାଇଥିଲେ। ସେଠାରେ ଗଙ୍ଗାଧରଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପକ୍ଷରୁ ଏକ ମାମଲା (୩୬୨/୧୯) ରୁଜୁ କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଦୁର୍ଘଟଣା ପରେ ମିନି ଟ୍ରକ୍‌ ଚାଳକ ଫେରାର ଅଛନ୍ତି। ଦୁର୍ଘଟଣାଗ୍ରସ୍ତ ଦୁଇ ଗାଡ଼ିକୁ ପୋଲିସ ଜବତ କରି ଛତ୍ରପୁର ଥାନାକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri