ଅଣସରରେ ତିନି ଠାକୁର

ଖଣ୍ଡପଡ଼ା,୧୯ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ପୂର୍ଣ୍ଣମୀ ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱ ଠାକୁର ଭାବେ ବିରାଜିତ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଦେବସ୍ନାନ ଯାତ୍ରା ସୋମବାର ପାରମ୍ପାରିକ ରୀତିରେ ସମ୍ପନ୍ନ ହୋଇଯାଇଛି ା ଗଜାନନ ବେଶ ହୋଇଥିବା ଶ୍ରୀ ଜୀଉମାନେ ଅଧିକ ସ୍ନାନ କରିବା ଯୋଗୁ ଅସୁସ୍ଥ ହୋଇ ପଡିଥିଲେ। ଦୀର୍ଘ ୧୫ ଦିନ ପର୍ଯ୍ୟନ୍ତ ଶ୍ରୀଜୀଉମାନେ ଅଣସର ଘରେ ରହୁଥିବାରୁ ଭକ୍ତମାନେ ଶେଷ ଦର୍ଶନ ପାଇଁ ମନ୍ଦିର ପରିସରରେ ସମାଗମ ହୋଇଥିଲେ ା ତେବେ ଜୁଲାଇ ୨ରେ ଠାକୁରଙ୍କ ନବଯୌବନ ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ। ଏହାପରେ ଅନୁଷ୍ଠିତ ହେବ ପବିତ୍ର ରଥଯାତ୍ରା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri