Posted inଜାତୀୟ

ଅତିବେଶିରେ ଜୁନ୍‌ ୩୦ ପର୍ଯ୍ୟନ୍ତ ରହିପାରେ ଲକ୍‌ଡାଉନ କଟକଣା: ପଲାନିସ୍ବାମୀ

ଚେନ୍ନାଇ,୧୫।୬: ଗୋଟିଏ ପଟେ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନକୁ ନେଇ ଦେଶର ଆର୍ଥିକ ସ୍ଥିତି ଖରାପ ହୋଇ ଯାଇଥିବା ବେଳେ ଏପଟେ କିନ୍ତୁ କରୋନା ସଂକ୍ରମଣ କମିବାର ନାଁ ନେଉନି। ଅଧିକାଂଶ ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଏହାକୁ ନେଇ ପୁଣିଥରେ ଲକ୍‌ଡାଉନ ଘୋଷଣା କରାଯାଇ ପାରେ ବୋଲି ଅନେକେ ଅନୁମାନ କରୁଛନ୍ତି। ଇତିମଧ୍ୟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କହିଛନ୍ତି, ଅତିବେଶିରେ ଜୁନ୍‌ ୧୯ରୁ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ କଟକଣା ଲାଗୁ କରାଯାଇପାରେ। ଏହାପୁଣି ଚେନ୍ନାଇର କିଛି ଅଞ୍ଚଳରେ। ସେଥିଧ୍ୟରେ ରହିଛି କାଞ୍ଚିପୁରମ, ଛେଙ୍ଗଲପାଟୁ ଓ ତିରୁଭଲୁର ଜିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?