ଅତ୍ୟଧିକ ଆଚାର ଖାଇବା ପୁରୁଷଙ୍କ ପାଇଁ ହାନିକାରକ, ଜାଣନ୍ତୁ କାରଣ

ଆଚାର ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥାନ୍ତି। କାରଣ ଖାଇବା ସମୟରେ ଆଚାର ଟିକେ ଥିଲେ ଖାଦ୍ୟର ସ୍ବାଦ ଯେପରି ଦୁଇଗୁଣ ବଢ଼ିଯାଇଥାଏ। ଆଚାର ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ ପକାଇଥାଏ। ତେଣଉ ଅତ୍ୟଧିକ ଆଚାର ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ। ବିଶେଷକରି ଏହା ପୁରୁଷଙ୍କ ପାଇଁ ଅଧିକ ହାନିକାରକ ବୋଲି ଅଧ୍ୟୟନ କରି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ଜାଣନ୍ତୁ ଏ ସମ୍ପର୍କରେ…


ଏକ ଅଧ୍ୟୟନରୁ ଜଣାପଡ଼ିଛି, ପୁରୁଷମାନେ ସବୁବେଳେ ଆଚାର କିମ୍ବା ଖଟା ଜାତୀୟ ଖାଦ୍ୟ ଖାଇଲେ ଯୌନ କ୍ଷମତା ହରାଇଥାନ୍ତି। ଆମ୍ବ ଆଚାରରେ ଅଷ୍ଟାମିପ୍ରିଡ୍‌ ନାମକ ଏକ ଯୌଗିକ ତତ୍ତ୍ୱ ରହିଛି। ଏହା ଆଚାରକୁ ଅଧିକ ଦିନ ପର୍ଯ୍ୟନ୍ତ ସୁରକ୍ଷିତ ରଖିଥାଏ। ତେଣୁ ପୁରୁଷମାନେ ଅତ୍ୟଧିକ ମାତ୍ରାରେ ଆଚାର ଖାଇବା ମନା।


ଏହାବ୍ୟତୀତ ଅଧ୍ୟୟନରୁ ଜଣାପଡ଼ିଛି, ଅତ୍ୟଧିକ ଆଚାର ଖାଇଲେ ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦେଖାଯିବା ସହ କ୍ୟାନସର ଆଶଙ୍କା ମଧ୍ୟ ରହିଥାଏ। ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ଆଚାର ଆଦୌ ଶୁଭଙ୍କର ନୁହେଁ। ଆଚାରରେ ଲୁଣ ମିଶିଥିବାରୁ ଏହା ହୃଦ୍‌ରୋଗୀଙ୍କ ପାଇଁ ବି ହାନିକାରକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri