ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍‌ ବ୍ୟବହାର କ୍ଷତିକାରକ: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସୁସ୍ଥ ହେବା ପାଇଁ ସଂକ୍ରମିତଙ୍କୁ ବିଭିନ୍ନ ଆଣ୍ଟିବାୟୋଟିକ୍ସ୍‌ ଦିଆଯାଉଛି। ତେବେ ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍‌ ବ୍ୟବହାର କ୍ଷତିକାରକ ବୋଲି (ବିଶ୍ୱସ୍ବାସ୍ଥ୍ୟ ସଂଗଠନ) ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି। ଏନେଇ ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଅଧନୋମ୍‌ ଗେବ୍ରେସିୟସ୍‌ ସୂଚନା ଦେଇଛନ୍ତି। ଯେଉଁ କରୋନା ସଂକ୍ରମିତଙ୍କ ଲାଗି ଆଣ୍ଟିବାୟୋଟିକ୍ସ୍‌ ଆବଶ୍ୟକ ସେମାନେ ଏହାର ବ୍ୟବହାର କରିବା ଉଚିତ। ଆଣ୍ଟିବାୟୋଟିକ୍ସ୍‌ର ଅତ୍ୟଧିକ ବ୍ୟବହାର ଦ୍ୱାରା କରୋନା ଭୂତାଣୁର ପ୍ରତିରୋଧକ କ୍ଷମତା ବଢ଼ି ବଢ଼ିଯାଇଥାଏ ବୋଲି ସେ କହିଛନ୍ତି। ଚାଇନାକୁ ନେଇ ଡବ୍ଲ୍ୟୁଏଚ୍‌ଓ ଚିନ୍ତିତ ରହିଛି। ଚାଇନା କରୋନା ସଂକ୍ରମଣ ନିୟନ୍ତ୍ରଣ କରିବାର ତଥ୍ୟ ପ୍ରଦାନ କରିବାରେ ଟାଳଟୁଳ ନୀତି ଗ୍ରହଣ କରୁଛି। କରୋନାର ଜେନେଟିକ୍‌ ମ୍ୟାପ୍‌, ଜିନୋମ୍‌ ସଂରଚନା ଆଦି ସହିତ ଜଡ଼ିତ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଡବ୍ଲ୍ୟୁଏଚ୍‌ଓଠାରୁ ଚାଇନା ଲୁଚାଇ ରଖିଥିବା ଗେବ୍ରେସିୟସ୍‌ କହିଛନ୍ତି। ସେହିପର ଇଟାଲିିର ଦାବିକୁ ଗେବ୍ରେସିୟସ୍‌ ଭୁଲ୍‌ ବୋଲି କହିଛନ୍ତି। କରୋନା ଦୁର୍ବଳ ହୋଇଯାଇଥିବା ଇଟାଲି କହୁଛି। ତେବେ ତାହା ମିଥ୍ୟା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri