ଅତ୍ୟଧିକ ପରଫ୍ୟୁମ୍‌ ବ୍ୟବହାର କରୁଛନ୍ତି କି? ଶରୀରରେ ହୋଇଥାଏ ଏହି କ୍ଷତି

ସାଧାରଣତଃ ଖରାଦିନେ ଅଧିକାଂଶ ଲୋକ ପରଫ୍ୟୁମ୍‌ ବ୍ୟବହାର କରିଥାନ୍ତି। ଏହା ଶରୀରରୁ ଝାଳ ଗନ୍ଧ ଦୂର କରେ ସତ କିନ୍ତୁ ଅତ୍ୟଧିକ ପରଫ୍ୟୁମ୍‌ ଶରୀର ପାଇଁ କ୍ଷତିକାରକ ହୋଇଥାଏ। ଜାଣନ୍ତୁ ଅଧିକ ପରଫ୍ୟୁମ୍‌ ବ୍ୟବହାର କଲେ କ’ଣ କ୍ଷତି ହୁଏ।

– ପରଫ୍ୟୁମ୍‌ରେ କେମିକାଲ ମିଶିଥାଏ। ଫଳରେ ଏହା ତ୍ୱଚା ଉପରେ କୁପ୍ରଭାବ ପକାଇବା ସହ ଜଳାପୋଡ଼ା ହୋଇଥାଏ।

– ଖାଲି ଏତିକି ନୁହେଁ, ଏଥିରେ ମିଶିଥିବା ଆଲକହଲ ତ୍ୱଚା ପ୍ରତି ମଧ୍ୟ ହାନିକାରକ। ପ୍ରାକୃତିକ ତ୍ୱଚାକୁ ନଷ୍ଟ କରି ଦେଇଥାଏ।

– ଅନେକ ସମୟରେ ପରଫ୍ୟୁମ୍‌ ବ୍ୟବହାର ଯୋଗୁ ସେହି ସ୍ଥାନ କୁଣ୍ଡେଇ ହୋଇ ଫଳି ଯାଇଥାଏ। ବେଳେବେଳେ ଏହି ଜାଗାରେ ଘା’ ମଧ୍ୟ ସୃଷ୍ଟି ହୋଇଥାଏ।

– ହରମୋନ୍‌ଙ୍କୁ ମଧ୍ୟ ପ୍ରଭାବିତ କରିଥାଏ। ତେଣୁ ପରଫ୍ୟୁମ୍‌ ବ୍ୟବହାର କରୁଥିଲେ ଆବଶ୍ୟକତାଠାରୁ ଅଧିକ ବ୍ୟବହାର କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri