Posted inରାଜ୍ୟ

ଅତ୍ୟାଧୁନିକ ହେବ ଓଡ଼ିଶା ବିଧାନସଭା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭା ହେବ ଭାରତର ସବୁଠାରୁ ଅତ୍ୟାଧୁନିକ ବିଧାନସଭା। ଏଥିପାଇଁ ୪୦୦ କୋଟି ଟଙ୍କା ବ୍ୟୟ ହେବ। ଏନେଇ ସମସ୍ତ ପ୍ରୟାସ ଆରମ୍ଭ ହୋଇଛି ବୋଲି ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ଏଥିସହ ଏମ୍‌ଏଲ୍‌ଏ କଲୋନୀର ରୂପରେଖ ବଦଳିବ। ୭ ମହଲା କୋଠାରେ ୧୪୦ଜଣ ବିଧାୟକ ରହିବା ଲାଗି ସ୍ବତନ୍ତ୍ର ଗୃହ ନିର୍ମାଣ ହେବ। ଏଥିରେ ମର୍ଣ୍ଣିଂ ଓ୍ବାର୍କ ପାଇଁ ସୁବିଧା ରହିବ। କଲ୍ୟାଣ ମଣ୍ଡପ ମଧ୍ୟ ନିର୍ମାଣ ହେବ ବୋଲି ସେ କହିଛନ୍ତି। ଏହି ଯୋଜନାଗୁଡ଼ିକୁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ପଢ଼ିବେ ଛାତ୍ରୀଛାତ୍ର, ଖର୍ଚ୍ଚର ବୋଝ ଆଉ…

ଭୁବନେଶ୍ୱର,୧୨ା୬: ମୋହନ ସରକାରକୁ ଶୁକ୍ରବାର ପୂରିଛି ୨ ବର୍ଷ। ଏହି ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଠିକ୍‌…

ଓଡ଼ିଶା ଛୁଇଁଲା ମୌସୁମୀ, ରଜ ପୂର୍ବରୁ…

ଭୁବନେଶ୍ୱର,୧୨ା୬: କେରଳରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri