ଅଦିନିଆ ଝଡ଼ରେ ଉଡ଼ିଲା ସ୍କୁଲ ଛପର

କପ୍ତିପଦା,୧୪ା୩(ଡି.ଏନ୍‌.ଏ.):  ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶାଳଚୁଆ ପଞ୍ଚାୟତ ଅଞ୍ଚଳରେ ଶନିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହେବାରୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ଆଜବେଷ୍ଟସ୍‌ ଛପର ଉଡି ନଷ୍ଟଭ୍ରଷ୍ଟ ହୋଇଛି। ଣ୍ରେଣୀ ଗୃହରେ ପିଲା ପାଠ ପଢୁଥିବା ବେଳେ ଝଡବର୍ଷା ହୋଇଥିଲା। ସେଠାରେ ୨ଟି ଣ୍ରେଣୀ ଗୃହର ଛପର ସମ୍ପୂର୍ଣ ଉଡିଯାଇଥିଲା। ସାୈଭାଗ୍ୟବଶଃତ ପିଲାମାନେ ବିପଦରୁ ବର୍ତ୍ତି ଯାଇଛନ୍ତି।୧୯୮୦ରେ ପ୍ରତିଷ୍ଠା ହୋଇଥିବା ଏହି ବିଦ୍ୟାଳୟରେ ୪ଶହରୁ ଊର୍ଦ୍ଧ୍ୱ ପିଲା ପଢୁଛନ୍ତି । ଉକ୍ତ ବିଦ୍ୟାଳୟରେ ଏକ ଆଦିବାସୀ ଛାତ୍ରୀ ନିବାସ ରହିଛି। ଏହା ସତ୍ତ୍ୱେ ଶ୍ରେଣୀ ଗୃହର ଉନ୍ନତୀକରଣ କରାଯାଇ ନାହିଁ । ଫଳରେ ପୁରୁଣା ଆଜବେଷ୍ଟସ୍‌ ଘରେ ପିଲାମାନେ ଅଦ୍ୟାବଧି ପାଠ ପଢୁଥିବା ଅଭିଭାବକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri