ଅଧାରୁ ଅଧିକ ଜନସଂଖ୍ୟା ଘରେ ବନ୍ଦ: ପୃଥିବୀର କମ୍ପନ ୩୦ରୁ ୫୦ ପ୍ରତିଶତ ହେଲା କମ୍ !

ୱାଶିଂଟନ,୫ ।୪: କରୋନା ସଂକ୍ରମଣ ଏବେ ସାରା ପୃଥିବୀର ଅଧାରୁ ଅଧିକ ଜନସଂଖ୍ୟା ଲକ୍‌ଡାଉନ୍‌ରେ ନିଜ ନିଜ ଘରେ ବନ୍ଦ ରହିଛନ୍ତି । ଏହାଯୋଗୁ ପୃଥିବୀରେ ବିଭିନ୍ନ ଯାନବାହାନ ଚଳାଚଳ ଯୋଗୁ ସୃଷ୍ଟି ହେଉଥିବା କମ୍ପନ ୩୦ରୁ ୫୦ ପ୍ରତିଶତ କମ୍ ହୋଇଛି । ଏନେଇ ବେଲଜିୟମ୍‌ର ରୟାଲ ଅବଜରଭରଟୋରୀର ଭୂବିଜ୍ଞାନୀମାନଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି । ଲକ୍‌ଡାଉନ୍ ଯୋଗୁ ବହୁ ଶିଳ୍ପସଂସ୍ଥା ବନ୍ଦ ରହିଛି । ଏଥିରେ ଥିବା ମେଶିନ୍ କାର୍ଯ୍ୟ କରିବା ସମୟରେ ସୃଷ୍ଟି ହେଉଥିବା କମ୍ପନ ମଧ୍ୟ ବନ୍ଦ ରହିଛି ବୋଲି ଭୂବିଜ୍ଞାନୀ ଥୋମାସ୍ ଲିକୋକ୍ କହିଛନ୍ତି । ଲକ୍‌ଡାଉନ୍ ଯୋଗୁ ୪୦୦ କୋଟିରୁ ଅଧିକ ଲୋକଙ୍କ ଜୀବନ ଏବେ ଘରେ ବିତୁଛି । ତେବେ ଏହାର ସକାରାତ୍ମକ ପ୍ରଭାବ ପରିବେଶ ଉପରେ ପଡୁଛି ବୋଲି ଆମେରିକା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ଏକ ରିପୋର୍ଟରେ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri