ଅଧିକ ଦରମାରେ ଚାକିରି କରିବାକୁ ଚାହୁଁଛନ୍ତି କି? ବାହାରିଲା ନିଯୁକ୍ତି, ଜାଣନ୍ତୁ କେମିତି କରିବେ ଆବେଦନ

ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ହାଲ) ବିଭିନ୍ନ ବର୍ଗର ବ୍ୟକ୍ତି ପାଇଁ ନିଯୁକ୍ତି ଘୋଷଣା କରିଛି। ଯଦି ଭଲ ବେତନ ସହିତ ଚାକିରି କରିବାକୁ ଚାହୁଁଛନ୍ତି ତେବେ ହାଲରେ ଏହି ପୋଷ୍ଟଗୁଡିକ ପାଇଁ ଆବେଦନ କରିପାରିବେ। ଏଥିପାଇଁ ପଞ୍ଜୀକରଣ ଚାଲିଛି ଏବଂ ଆବେଦନ କରିବାର ଶେଷ ତାରିଖ ହେଉଛି ୩୦ ନଭେମ୍ବର ୨୦୨୩ ରହିଛି।
ଏହି ନିଯୁକ୍ତି ମାଧ୍ୟମରେ ମୁଖ୍ୟ ପରିଚାଳକ, ଡେପୁଟି ମ୍ୟାନେଜର, ଇଞ୍ଜିନିୟର, ଫାଇନାନ୍ସ ଅଫିସର, ଅଗ୍ନିଶମ ଅଧିକାରୀଙ୍କ ପରି ବିଭିନ୍ନ ପଦବୀ ପୂରଣ ହେବ। ଖାଲିଥିବା ପଦବୀ ସଂଖ୍ୟା ହେଉଛି ୮୪।
ଆବେଦନଗୁଡ଼ିକ ମଧ୍ୟ ଅନଲାଇନ ହେବ। ଏହି ପୋଷ୍ଟଗୁଡିକ ବିଷୟରେ ସବିଶେଷ ତଥ୍ୟ ଜାଣିବା ଏବଂ ଆପ୍ଲାଏ କରିବାକୁ ହେଲେ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ, hal-india.co.in ୱେବସାଇଟ ଲଗ୍‌ ଇନ୍‌ କରିବାକୁ ପଡିବ।
ଆବେଦନ କରିବାକୁ ସାଧାରଣ ବର୍ଗର ପ୍ରାର୍ଥୀଙ୍କୁ ୫୦୦ ଟଙ୍କା ଫି’ ଦେବାକୁ ପଡିବ। ସଂରକ୍ଷିତ ବର୍ଗ ଏବଂ ପିଏଚ୍‌ ପ୍ରାର୍ଥୀଙ୍କୁ ଦେୟ ଦେବାକୁ ପଡିବ ନାହିଁ।
ଏହି ପୋଷ୍ଟଗୁଡିକରେ ଚୟନ ପାଇଁ, ବିଭିନ୍ନ ରାଉଣ୍ଡରେ ପରୀକ୍ଷା ଦେବାକୁ ପଡିବ। ଏହି ପୋଷ୍ଟ ଅନୁଯାୟୀ ସର୍ବାଧିକ ମାସକୁ ୨,୪୦,୦୦୦ ଟଙ୍କା ପର୍ଯ୍ୟନ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?