Posted inଫୁରସତ

ଅଧିକ ସନ୍ତାନ ପ୍ରସବ କଲେ ମାଆଙ୍କୁ ଦିଆଯାଏ ସ୍ବର୍ଣ୍ଣ ପଦକ

ବିଶ୍ୱର ଅଧିକାଂଶ ଦେଶ ଏବେ ଜନସଂଖ୍ୟା ବୃଦ୍ଧି ସମସ୍ୟାକୁ ନେଇ ଚିନ୍ତାରେ ପଡିଥିବା ବେଳେ ଏବେ ପରିବାର ନିୟୋଜନକୁ ଅନେକ ଦେଶ ଅପାଣାଇ ନେଇଛନ୍ତି। ଭାରତ, ଚାଇନା ଭଳି ଦେଶରେ ଜନ୍ମ ନିୟନ୍ତ୍ରଣ ପଦ୍ଧତି ଆପଣା ଯାଉଥିବା ବେଳେ ଏମିତି ଏକ ଦେଶ ଅଛି ଯେଉଁଠି ମା’ମାନେ ସନ୍ତାନ ପ୍ରସବ କଲେ ସେମାନଙ୍କୁ ପୁରସ୍କୃତ କରାଯାଉଛି। ହଁ କାଜାକାସ୍ତାନରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। ଏଠାରେ ବଡ ପରିବାରକୁ ପ୍ରୋତ୍ସାହନ ଦିଆଯାଉଛି। ଜନ୍ମ ହାର ବୃଦ୍ଧି କରିବା ପାଇଁ ମା’ମାନଙ୍କୁ ‘ହିରୋ ମଦର୍ସ’ମେଡାଲ ଦିଆଯାଉଛି। ଯଦି ଜଣେ ମହିଳା ୬ଟି ସନ୍ତାନ ପ୍ରସବ କରୁଛନ୍ତି ତେବେ ତାଙ୍କୁ ସିଲଭର ବା ରୌପ୍ୟ ପଦକ ଦିଆଯାଇଥାଏ। ଯଦି ୭ରୁ ଅଧିକ ସନ୍ତାନ କୌଣସି ପରିବାରରେ ରହିଛି ତେବେ ସେହି ମାଆଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଥାଏ। କାଜାକାସ୍ତାନର ବାସିନ୍ଦା ରୋଶନ କୋଜୋମକୁଲୋଓ୍ବା କୁହନ୍ତି ତାଙ୍କର ୧୦ ସନ୍ତାନ ଥିବାରୁ ତାଙ୍କ ନିକଟରେ ଉଭୟ ରୌପ୍ୟ ଓ ସ୍ବର୍ଣ୍ଣ ପଦକ ରହିଛି। ତାଙ୍କ ଘରେ ୮ ଝିଅ ଓ ୨ ପୁଅ ରହିଛନ୍ତି। ଏବେ ତାଙ୍କୁ ସ୍ବର୍ଣ୍ଣ ପଦକ ମିଳିଥିବାରୁ ଏବେ ତାଙ୍କୁ ବଞ୍ଚିଥିବା ପର୍ଯ୍ୟନ୍ତ ସରକାରୀ ଭତ୍ତା ମିଳିବ ବୋଲି ସେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri