ଆସିକା,୨୬ା୫(ଡି.ଏନ.ଏ.)- ସୁରଟରୁ ସ୍ବତନ୍ତ୍ର ଶ୍ରମିକ ଟ୍ରେନରେ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ ରବିବାର ସନ୍ଧ୍ୟାରେ ରାସ୍ତାରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଟଳିଗୁଡା ଗ୍ରାମର ପ୍ରଫୁଲ୍ଲ କୁମାର ସ୍ବାଇଁ (୪୫)। ୧୨ ବଷର୍ର୍ୀୟ ନିଜ ପୁଅ ଅନିଲଙ୍କ ସହ ପ୍ରଫୁଲ୍ଲ ସୁରଟରୁ ଶ୍ରମିକ ଟ୍ରେନରେ ଫେରୁଥିଲେ। ରବିବାର ସନ୍ଧ୍ୟାରେ ଟ୍ରେନରେ ହଠାତ୍ ସେ ଅସୁସ୍ଥ ହୋଇପଡ଼ିଥିଲେ ା ଛତିଶଗଡ଼ ରାୟପୁର ନିକଟସ୍ଥ ମହାସମୁନ୍ଦ ରେଳ ଷ୍ଟେଶନରେ ତାଙ୍କୁ ଟ୍ରେନରୁ ଓହ୍ଲାଇ ସେଠାକାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ା ତେବେ କିଛି ସମୟ ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ପ୍ରଫୁଲ୍ଲଙ୍କ ଆତ୍ମୀୟମାନେ ରବିବାର ରାତିରେ ସେଠାକୁ ଯିବାଲାଗି ଆସିକା ଥାନା ପୋଲିସର ସହାୟତା ଲୋଡ଼ିଥିଲେ ା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଏ ନେଇ ଗଞ୍ଜାମ ଏସ୍ପିଙ୍କୁ ଜଣାଇଥିଲେ। ଏସ୍ପି ବ୍ରିଜେଶ କୁମାର ରୟ ଛତିଶଗଡ ପୋଲିସ ପ୍ରଶାସନ ସହ ଯୋଗାଯୋଗ କରି ପ୍ରଫୁଲ୍ଲଙ୍କ ଆମତ୍ୀୟଙ୍କୁ ସେଠାରେ ପହଞ୍ଚାଇବା ବ୍ୟବସ୍ଥା କରିଥିଲେ ା ସୋମବାର ସନ୍ଧ୍ୟାରେ ମୃତଦେହକୁ ବ୍ୟବଚ୍ଛେଦ କରାଯାଇଛି ା ପ୍ରଫୁଲ୍ଲଙ୍କର କରୋନା ସଂକ୍ରମଣ ନେଇ ଲକ୍ଷଣ ମିଳି ନ ଥିବାରୁ ମୃତଦେହକୁ ଗ୍ରାମକୁ ଆଣିବା ଲାଗି ବ୍ୟବସ୍ଥା କରାଯାଉଥିବା ଜଣାପଡିଛି ା
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍ ଜରିଆରେ ଜାଣିହେବ ଗତିବିଧି
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...
ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ…
ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...
ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…
ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...
ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍ ଶୋଭାଯାତ୍ରା ସହ…
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...
ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ
ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...
ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି
ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...
ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା
ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...
Archives


