Posted inଜାତୀୟ

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାବଳଙ୍କ ସର୍ଚ୍ଚ ଅପରେଶନ୍‌ରେ ଗୁରୁବାର ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବେଜ୍‌ବିହାର ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାବଳଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ସୁରକ୍ଷାବଳଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସ୍ଥାନୀୟ ଅଞ୍ଚଳରେ ସେନାର ୩ ଆର୍‌ଆର୍‌ ଏବଂ ଏସଓଜି ଯବାନଙ୍କ ପକ୍ଷରୁ ମିଳିତ ତଲାସୀ ଜାରି ରହିଛି। ମୃତ ଆତଙ୍କବାଦୀଙ୍କର ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଂଗଠନ ସହିତ ସମ୍ପର୍କ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

ଏହି ଜିନିଷ ନ ଥିଲେ ମିଳିବନି ପେଟ୍ରୋଲ, ଜାରି ହେଲା ନୂଆ ନିୟମ…

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ-ଏନସିଆରରେ ବଢ଼ୁଥିବା ପ୍ରଦୂଷଣ ସ୍ତରକୁ ଦୃଷ୍ଟିରେ ରଖି, ପ୍ରଶାସନ ଏବେ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ, ସରକାର…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri