ଅନନ୍ତ କୋଇଲା ଖଣିରେ ଦୁର୍ଘଟଣା: ଜଣେ କର୍ମଚାରୀ ମୃତ

ତାଳଚେର,୩।୫(ନି.ପ୍ର.): ଅନୁଗୋଳ ଜିଲାରେ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ଅନନ୍ତ କୋଇଲା ଖଣିରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଖଣି କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବେଣୁଧର ବିଶ୍ୱାଳ। ତାଙ୍କ ଘର ତାଳଚେର ବ୍ଲକ ହେଁସମୂଳ ଗ୍ରାମରେ। ବେଣୁଧର ଅନନ୍ତ କୋଇଲା ଖଣିର ଅଏଲ ଫିଲିଙ୍ଗ କାମ କରନ୍ତି। ସକାଳେ ଗାଡ଼ିରେ ତେଲ ଫିଲିଙ୍ଗ କରୁଥିବା ବେଳେ ଏକ ଡ଼ମ୍ପର ତାଙ୍କୁ ଧକ୍କା ଦେଇଥିଲା ଓ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ଖଣିରେ କାର୍ଯ୍ୟ ବନ୍ଦ ରହିଛି। ସ୍ଥାନୀୟ ବିଧାୟକ ବ୍ରଜକିଶୋର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ନିଯୁକ୍ତି କ୍ଷତିପୂରଣ ସମ୍ପର୍କରେ ଖଣି ଅଧିକାରୀଙ୍କ ସହ ଆଲୋଚନା ଚଳାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri