ଅନିଲ ଅମ୍ବାନୀଙ୍କ ବିରୋଧରେ ଅବମାନନା ମାମଲା ଖାରଜ

ନୂଆଦିଲ୍ଲୀ,୨୪-୭: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀ ଏବଂ ଅନ୍ୟମାନଙ୍କ ବିରୋଧରେ ଆଗତ ଅଦାଲତ ଅବମାନନା ମାମଲାକୁ ରାଷ୍ଟ୍ରୀୟ କମ୍ପାନୀ ବିଧି ଅପିଲୀୟ ନ୍ୟାୟାଧିକରଣ(ଏନ୍‌ସିଏଲ୍‌ଏଟି) ମଙ୍ଗଳବାର ଖାରଜ କରିଦେଇଛନ୍ତି। ଅଧ୍ୟକ୍ଷ ଜଷ୍ଟିସ୍‌ ଏସ୍‌.ଜେ.ମୁଖୋପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଗଠିତ ଦୁଇ ସଦସ୍ୟ ବିଶିଷ୍ଟ ଖଣ୍ଡପୀଠ ଆବେଦନକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଏହି ମାମଲାର ଶୁଣାଣି ହେବା ପରେ ଖଣ୍ଡପୀଠ ଜୁଲାଇ ୩ରେ ରାୟ ସଂରକ୍ଷିତ ରଖିଥିଲେ। ସ୍ବଳ୍ପ ଶେୟାରଧାରୀ ଏଚ୍‌ଏସ୍‌ବିସି ଡେଜି ଇନ୍‌ଭେଷ୍ଟମେଣ୍ଟ(ମରିସସ୍‌) ଏବଂ ଅନ୍ୟମାନେ ରିଲାଏନ୍ସ ଇନ୍‌ଫ୍ରାଟେଲ ଦ୍ୱାରା ବକେୟା ପ୍ରଦାନ କରାଯାଇ ନ ଥିବା ଅଭିଯୋଗ କରି କମ୍ପାନୀ, ଏହାର ମାଲିକ ତଥା ଅନ୍ୟମାନଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଦାଏର କରାଯାଇଥିଲା। କୌଣସି ପ୍ରକାର ଅଦାଲତ ଅବମାନନା ହୋଇ ନ ଥିବା ରାୟ ପ୍ରକାଶ କରି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri