ଅନୁଗୋଳରେ ଅଟକିଲେ ୩୨ ଶ୍ରମିକ

ଅନୁଗୋଳ ଅଫିସ, ୨୨।୫

ବାହାର ରାଜ୍ୟରୁ ଓଡ଼ିଶା ଫେରୁଥିବା ୩୨ ଶ୍ରମିକ ଗୁରୁବାର ଅନୁଗୋଳ ଜିଲାରେ ଅଟକି ଯାଇଛନ୍ତି। ବରଗଡ଼ରୁ ଏକ ଟ୍ରକ୍‌ରେ ଅନୁଗୋଳ ଆସିବା ପରେ ସେମାନଙ୍କୁ ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ୨୨ ଜଣଙ୍କ ଘର ପୁରୀ ଓ ନୟାଗଡ଼ ଜିଲାରେ ବୋଲି ଜଣାପଡ଼ିଛି। ଅନୁଗୋଳ ମେଡିକାଲ ଛକରେ ପହଞ୍ଚିବା ପରେ ସେମାନେ ଥାନା ଓ ପରେ ଜିଲା କାର୍ଯ୍ୟାଳୟକୁ ଆସିଥିଲେ। ସେମାନଙ୍କୁ ବାଳିକା ଉଚ୍ଚ ବିଦ୍ୟାଳୟରେ କ୍ବାରାଣ୍ଟାଇନ୍‌ରେ ରଖାଯାଇଛି। ସେହିପରି ଗୟାରୁ ୧୦ ଜଣ ଲୋକଙ୍କୁ ଆଣିଥିବା ଏକ ଟ୍ରକ୍‌ ଅନୁଗୋଳରେ ଛାଡ଼ି ଚାଲିଯାଇଥିଲା। ସେମାନଙ୍କ ଘର କୋରାପୁଟରେ ବୋଲି ଜଣାପଡ଼ିଛି। ସମସ୍ତଙ୍କୁ କ୍ବାରାଣ୍ଟାଇନ୍‌ରେ ରଖାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri