ଅନୁଗୋଳରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚିଲା

ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଜିଲାରେ ଚିହ୍ନଟ ହୋଇଥିବା ୨୬ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ରାଜ୍ୟ ବାହାରର ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ନେପାଳ ବନ୍ୟା ବିଭୀଷିକା: ଗଞ୍ଜାମ ଦମ୍ପତିଙ୍କ ସହ ଝିଅ-ପୁଅ ମୃତ, ଜଳଖିଆ ଖାଉଥିବାବେଳେ ମାଡ଼ିଆସିଲା ପାଣି

ଦିଗପହଣ୍ଡି,୩୧ା୮(ଅଶେଷ ନାଥ ମିଶ୍ର): ନେପାଳର ତ୍ରିଶୂଳୀ ନଦୀରେ ଭୟଙ୍କର ବନ୍ୟା ବିଭୀଷିକାରେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସାରୁ ଗ୍ରାମର ମୂଳବାସିନ୍ଦା ମନ୍ମଥ ପାଢ଼ୀଙ୍କ ଝିଅ ସୁରଭି(୪୪)…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri