ଅନୁଗୋଳରେ ପହଞ୍ଚିଲେ ୧୬୫୦ ପ୍ରବାସୀ

ଅନୁଗୋଳ ଅଫିସ,୨୫ା୫: ଗୁଜରାଟ ଭଲସାତରୁ ୧୬୫୦ ପ୍ରବାସୀ ଓଡ଼ିଆଙ୍କୁ ନେଇ ସୋମବାର ଅନୁଗୋଳରେ ପହଞ୍ଚିଛି ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌। ଏଥିରେ ୨୪ଟି ଜିଲା ସମେତ ୧୩ଟି ଉପଖଣ୍ଡର ପ୍ରବାସୀ ଆସିଛନ୍ତି। ଯେଉଁଥିରେ ଅନୁଗୋଳ ଜିଲାର ସର୍ବାଧିକ ୬୩୪ ଜଣ ଅଛନ୍ତି । ଏଥିପାଇଁ ଅନୁଗୋଳ ଷ୍ଟେଶନରେ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଜିଲା ପ୍ରଶାସନ ପକ୍ଷରୁ ୧୦୦ ଜଣ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ଜିଲାପାଳ ଓ ଏସ୍‌ପି ଏହାର ତଦାରଖ କରୁଛନ୍ତି । ଷ୍ଟେଶନରେ ଶ୍ରମିକମାନଙ୍କ ପାଇଁ କାଉଣ୍ଟର ଖୋଲାଯାଇଛି। ଯେଉଁଠାରେ ଶ୍ରମିକମାନଙ୍କ ରେଜିଷ୍ଟ୍ରେଶନ କରାଯାଇ ସ୍କିନିଂ କରାଯାଉଛି। ଏଥିପାଇଁ ୩ ଜଣ ଡାକ୍ତରଙ୍କୁ ନିଯୁକ୍ତ କରାଯାଇଛି। ପରେ ପ୍ରବାସୀଙ୍କୁ ନିଜ ନିଜ ଅଞ୍ଚଳକୁ ଯିବା ପାଇଁ ୨୦ଟି ବସ୍‌ର ବନ୍ଦୋବସ୍ତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri