ଅନୁଗୋଳରେ ରଜନୀକାନ୍ତ ସିଂ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ଆଗରେ ଅଛନ୍ତି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ରଜନୀକନ୍ତ ସିଂ ୨୫୫୫, ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୩୭୫ ଓ କଂଗ୍ରେସ ପ୍ରାର୍ଥୀ ବିପ୍ଳବ ଜେନା ୧୬୬୪ ଖଣ୍ଡ ଭୋଟ ପାଇଛନ୍ତି।