ଅନୁଗୋଳରେ ରଜନୀକାନ୍ତ ୧୩୬୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୨ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୨୪୩୬୩ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୩୦୦୧ ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୧୦୬୩୫ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri