ଅନୁଗୋଳରେ ରଜନୀକାନ୍ତ ୧୩୬୭ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୧ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୭ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୨୫୮୫୯ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୪୯୫୧ ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୧୧୪୨୩ ଖଣ୍ଡ ଭୋଟ ପାଇଛନ୍ତି।