ଅନୁଗୋଳ କଲେଜରେ ନୋଡାଲସ୍ତରୀୟ ଲାପଟପ ବଣ୍ଟନ: ପ୍ରଥମ ଦିନରେ ପାଇଲେ ୧୮୫ ମେଧାବୀ

ବନ୍ତଳା,୨୪ା୧୨(ଡି.ଏନ.ଏ.) – ୨୦୧୮-୧୯ ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଭୋକେଶନାଲ କାଉନସିଲ ପରୀକ୍ଷାରେ ସର୍ବାଧିକ ମାର୍କ ରଖିଥିବା ଅନୁଗୋଳ ଜିଲାର ମେଧାବୀମାନଙ୍କୁ ଓଡ଼ିଶା ସରକାର ବିଜୁ ଯୁବ ସଶକ୍ତୀକରଣ ଯୋଜନାରେ ସୋମବାର ଲାପଟପ ବଣ୍ଟନ କରିଛନ୍ତି। ଅନୁଗୋଳ ସୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଫେସର ଡ. ଉଦୟ ନାଥ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଯୋଗଦେଇ ଏହି ଲାପଟପ ବଣ୍ଟନ କରିବା ସହ ୨୦୧୪-୧୫ରୁ ରାଜ୍ୟ ସରକାର ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ଏପରି ଭାବେ ଲାପଟପ ବଣ୍ଟନ କରୁଥିବା ସୂଚନା ଦେଇଥିଲେ। ଜିଲାର ମୋଟ୍‌ ୩୫୫ ଜଣ ମେଧାବୀ ଲାପଟପ ପାଇବା ପାଇଁ ଯୋଗ୍ୟ ଥିବାବେଳେ ସୋମବାର ୧୫୫ ଜଣଙ୍କୁ ଅତିଥି ଲାପଟପ ବଣ୍ଟନ କରିଥିଲେ। ବରିଷ୍ଠ ପ୍ରଫେସର ଡ. ଗଙ୍ଗାଧର କର ଉତ୍ସବ ପରିଚାଳନା କରିଥିବାବେଳେ ଆସିଷ୍ଟାଣ୍ଟ ପ୍ରଫେସର ଡ. ବୀରକିଶୋର ରାଜ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri