ଅନୁଗୋଳର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ଜଗମୋହନ ମୀନା: କହିଲେ ଲୋକଙ୍କ ପାଇଁ ମୋ ଦୁଆର ୨୪ଘଣ୍ଟା ଖୋଲା

ଅନୁଗୋଳ ଅଫିସ,୨୩।୮: ଅନୁଗୋଳର ନୂତନ ଏସ୍‌ପି ଭାବେ ୨୦୧୩ ବ୍ୟାଚର ଆଇପିଏସ୍‌ ଅଫିସର ଜଗମୋହନ ମୀନା ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା ପୋଲିସ ମୁଖ୍ୟାଳୟରେ ବିଦାୟୀ ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସ୍ବତନ୍ତ୍ର ଦୃଷ୍ଟିଦେବା ସହ ଟେକ୍ନୋଲୋଜିକୁ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ଏଥିସହ ଲୋକଙ୍କ ପାଇଁ ମୋ ଦୁଆର ୨୪ଘଣ୍ଟା ଖୋଲା ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri