ଅନୁଗୋଳ ପୋଲିସ ହାତରେ ଚୋରା କୋଇଲା ଗ୍ୟାଙ୍ଗ

ଅନୁଗୋଳ ଅଫିସ, ୧୮।୧୨- ଚୋରା କୋଇଲା କାରବାର କରୁଥିବା ଏକ ଗ୍ୟାଙ୍ଗର ୪ଜଣଙ୍କୁ ଅନୁଗୋଳ ପୋଲିସ କାବୁ କରିଛି। ଏଥିସହ ସମ୍ପୃକ୍ତ ମାଫିଆଙ୍କ ନିକଟରୁ ବିପୁଳ ପରିମାଣର ଚୋରା କୋଇଲା ସହ ଏକ ଗାଡ଼ି ଜବତ କରାଯାଇଛି। ଏହି ଘଟଣାରେ ଅନ୍ୟ ଦୁଇ ଜଣ ଫେରାର ଥିବା ବେଳେ ଆମ୍ବପାଳ ଜଙ୍ଗଲରେ ୬୧.୬୭୦ ମେଟ୍ରିକ ଟନ୍‌ ଚୋରା କୋଇଲା ଗଚ୍ଛିତ ହୋଇଥିବା ଡିପୋ ଓ ନତଡ଼ା ଗୀତା ଆଶ୍ରମ ନିକଟରେ ଗଚ୍ଛିତ ଥିବା ୧୫.୨୬୦ ମେଟ୍ରିକ ଟନ୍‌ କୋଇଲା ଜବତ କରାଯାଇଥିବା ଅନୁଗୋଳ ପୋଲିସ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଅବଗତ କରାଯାଇଛି। ତାଳଚେରର କୋଇଲା ଖଣିରୁ ଚୋରାରେ କୋଇଲା ଆଣି କଟକ ଜିଲାର ନରସିଂହପୁର ଅଞ୍ଚଳକୁ ଏମାନେ ଚାଲାଣ କରୁଥିବା ପଚରା ଉଚରା ସମୟରେ ଅଭିଯୁକ୍ତମାନେ ସୂଚନା ଦେଇଥିବା ପୋଲିସ କହିଛି। ଏ ସଂକ୍ରାନ୍ତରେ ଅନୁଗୋଳ ପୋଲିସ ନଂ. ୧୦୬୫/୧୯ରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri