ଅନୁଗୋଳ ବନମଣ୍ଡଳରେ ୭୫,୬୦୭ ପକ୍ଷୀ: ୨୦୧୯ ତୁଳନାରେ ୧୩ ହଜାର ୩୦୭ ବୃଦ୍ଧି

ବନ୍ତଳା,୨୨ା୧(ଡି.ଏନ.ଏ.) – ଅନୁଗୋଳ ବନମଣ୍ଡଳ ସର୍କଲରେ ଗତ ୧ ତାରିଖରେ କରାଯାଇଥିବା ପକ୍ଷୀ ଗଣନା ରିପୋର୍ଟ ମଙ୍ଗଳବାର ବନ ବିଭାଗ ପ୍ରକାଶ କରିଛି। ଏଥିରେ ଅନୁଗୋଳ, ଆଠମଲ୍ଲିକ, ଆଠଗଡ଼, କଟକ, ଢେଙ୍କାନାଳ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଓ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡକୁ ନେଇ ଗଠିତ ଅନୁଗୋଳ ବନମଣ୍ଡଳ (ସର୍କଲ)ରେ ୭୫ ହଜାର ୬୦୭ ବିଭିନ୍ନ ପ୍ରକାରର ପକ୍ଷୀ ରହିଥିବା ଦର୍ଶାଯାଇଛି। କଟକ ବନଖଣ୍ଡରେ ସର୍ବାଧିକ ପକ୍ଷୀ ରହିଥିବାବେଳେ ସାତକୋଶିଆ ବନଖଣ୍ଡରେ ତାହାଠାରୁ କମ୍‌ ପକ୍ଷୀ ଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟରୁ ପ୍ରକାଶ ଯେ, ଭାରତରେ ଦେଖାଯାଉଥିବା ୧୭୫ ପ୍ରକାର ପକ୍ଷୀ ମଧ୍ୟରୁ ଅନୁଗୋଳ ବନଖଣ୍ଡରେ ୪୬ ପ୍ରଜାତିର ୩ ହଜାର ୪୯୮ଟି ପକ୍ଷୀ ରହିଛନ୍ତି। ସେହିପରି ଆଠମଲ୍ଲିକ ବନଖଣ୍ଡରେ ୨୨ ପ୍ରଜାତିର ୩ ହଜାର ୨୯୯ଟି, ଆଠଗଡ଼ ବନଖଣ୍ଡରେ ୩୮ ପ୍ରଜାତିର ୨୧ ହଜାର ୮୨୪, କଟକ ବନଖଣ୍ଡରେ ୪୨ ପ୍ରଜାତିର ୩୦ ହଜାର ୯୦୮, ଢେଙ୍କାନାଳ ବନଖଣ୍ଡରେ ୩୩ ପ୍ରଜାତିର ୭ ହଜାର ୧୫୩, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ୪୮ ପ୍ରଜାତିର ୫ ହଜାର ୫୦୩ ଓ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ୫୪ ପ୍ରଜାତିର ୩ ହଜାର ୪୨୨ଟି ପକ୍ଷୀ ରହିଛନ୍ତି। ତେବେ ୨୦୧୯ରେ ଅନୁଗୋଳ ବନମଣ୍ଡଳରେ ୧୬୩ ପ୍ରଜାତିର ୬୨ ହଜାର ୩ ଶହ ପକ୍ଷୀ ରହିଥିବାବେଳେ ଚଳିତ ବର୍ଷ


Enter your email to get our daily news in your inbox.

All Right Reserved By Dharitri.Com

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ…

ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri