ଅନୁଚ୍ଛେଦ ୧୪୨ କ’ଣ

ବହୁ ପ୍ରତୀକ୍ଷିତ ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟ ସମ୍ବିଧାନର ଅନୁଚ୍ଛେଦ ୧୪୨ ଅନୁଯାୟୀ କେତେକ ରାୟ ଶୁଣାଇବା ସହ ୨.୭୭ ଏକର ବିବାଦୀୟ ଜମି ହସ୍ତାନ୍ତର ଲାଗି ଗଠନ ହେବାକୁ ଥିବା ଟ୍ରଷ୍ଟରେ ନିର୍ମୋହୀ ଆଖଡ଼ା ସଦସ୍ୟଙ୍କୁ ସାମିଲ କରିବା ଲାଗି ପରାମର୍ଶ ଦେଇଛନ୍ତି। ୧୪୨ ଧାରା ଉପରେ ସୁପ୍ରିମକୋର୍ଟଙ୍କ ବିଶେଷ ଅଧିକାର ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣିରେ ଉପଯୁକ୍ତ ନ୍ୟାୟ ପ୍ରଦାନ କରିବା ଲାଗି ୧୪୨ ଧାରା ବ୍ୟବହାର କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ମୁସଲମାନ ମିଳିମିଶି ନିର୍ମାଣ କରନ୍ତୁ ମନ୍ଦିର-ମସଜିଦ

ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ୫ ଜଣିଆ ଖଣ୍ଡପୀଠ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଛନ୍ତି ତାହା...

ଆସନ୍ତା ବର୍ଷ ନିର୍ମାଣ ହେବ ରାମ ମନ୍ଦିର: ସମ୍ପୂର୍ଣ୍ଣ ହେବାକୁ ଲାଗିପାରେ ୫ ବର୍ଷ

ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ପରେ ଏବେ ସମସ୍ତଙ୍କ ନଜର କେବେ ଓ କେମିତି ନିର୍ମାଣ ହେବ ଅଯୋଧ୍ୟାରେ ରାମ ମନ୍ଦିର। ତେବେ ରାଷ୍ଟ୍ରୀୟ ସ୍ବୟଂ...

ଅଯୋଧ୍ୟା ବିବାଦର ଇତିହାସ

ନୂଆଦିଲ୍ଲୀ,୧୦ା୧୧: ଅଯୋଧ୍ୟାରେ ୨.୭୭ ଏକର ଜମିକୁ ନେଇ ବହୁ ଦଶନ୍ଧି ଧରି ବିବାଦ ଲାଗିରହିଛି। ଏହି ମାମଲା ଅନେକ ବର୍ଷ ଧରି ଏକ ରାଜନୈତିକ, ଐତିହାସିକ...

ମଧ୍ୟସ୍ଥଙ୍କ ଚୁକ୍ତିରେ ନାହିଁ ସବୁ ପକ୍ଷଙ୍କ ସ୍ବାକ୍ଷର

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦର ସମାଧାନ ପାଇଁ କେତେକ ପକ୍ଷ ମଧ୍ୟସ୍ଥତା ଲାଗି ରାଜି ହୋଇଥିଲେ ହେଁ ଏହା ସର୍ତ୍ତମୂଳକ ଥିଲା। ଏହାକୁ...

୪୦ ଦିନିଆ ଶୁଣାଣି ସୁପ୍ରିମକୋର୍ଟ ଇତିହାସରେ ଦ୍ୱିତୀୟ ଦୀର୍ଘତମ

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଦୀର୍ଘ ଦଶନ୍ଧିର ମନ୍ଦିର-ମସ୍‌ଜିଦ ଜମି ବିବାଦ ମାମଲା ଉଭୟ ରାଜନୈତିକ ଓ ଧର୍ମୀୟ ଦୃଷ୍ଟିରୁ ସମ୍ବେଦନଶୀଳ ହୋଇଥିଲାବେଳେ ସୁପ୍ରିମକୋର୍ଟରେ କ୍ରମାଗତ ୪୦ ଦିନ ଧରି...

ବାବ୍ରୀ ମସ୍‌ଜିଦ ଭଙ୍ଗ ଆଇନର ଉଲ୍ଲଂଘନ

ନୂଆଦିଲ୍ଲୀ,୧୦ା୧୧: ଦୀର୍ଘବର୍ଷର ଅଯୋଧ୍ୟା ଜମି ବିବାଦ ମାମଲାରେ ସୁପ୍ରିମକୋର୍ଟ ଶନିବାର ଐତିହାସିକ ରାୟ ପ୍ରଦାନ କରିଛନ୍ତି। ବିବାଦୀୟ ଜମି ଉପରେ ରାମ ମନ୍ଦିର ନିର୍ମାଣ ପାଇଁ...

ରିଭ୍ୟୁ ପିଟିଶନ ଦାଏର କରିପାରେ ଏଆଇଏମ୍‌ପିଏଲ୍‌ବି

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଅଯୋଧ୍ୟା ରାୟକୁ ନେଇ ଅଲ୍‌ ଇଣ୍ଡିଆ ମୁସ୍‌ଲିମ୍‌ ପର୍ସନାଲ ଲ ବୋର୍ଡ (ଏଆଇଏମ୍‌ପିଏଲ୍‌ବି) ଅସନ୍ତୋଷ ବ୍ୟକ୍ତ କରିଛି। ଏହା ଉପରେ ରିଭ୍ୟୁ ପିଟିଶନ ଦାଏର...

ରାମମନ୍ଦିର ସପକ୍ଷରେ ରାୟ

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଦୀର୍ଘ ୧୩୪ ବର୍ଷ ଧରି ଚାଲିଥିବା ଆଇନଗତ ଲଢ଼େଇ ଓ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ୱର ଅନ୍ୟତମ ବହୁଚର୍ଚ୍ଚିତ ଅଯୋଧ୍ୟା ମାମଲାର ଐତିହାସିକ ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri