Categories: ଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି ହେବ ବୋଲି ଅଦାଲତ କହିଛନ୍ତି। ପିଟିଶନ୍‌ ଦାଏର କରିଥିବା ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ଆସନ୍ତା ୧୨ କିମ୍ବା ୧୩ରେ ଶୁଣାଣି କରିବା ପାଇଁ ଖଣ୍ଡପୀଠଙ୍କୁ ଅନୁରୋଧ କରିଥିଲେ।

Share