Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ: କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ; ଅକ୍ଟୋବରରେ ସମ୍ବିଧାନ ପୀଠରେ ହେବ ଶୁଣାଣି

ନୂଆଦିଲ୍ଲୀ,୨୮।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ମାମଲାରେ ସୁପ୍ରିମ୍‌କୋର୍ଟରେ ୧୪ଟି ଆବେଦନ ଦାଖଲ କରାଯାଇଥିଲା। ତେବେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବା ବନ୍ଦ ନେଇ ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ୭ ଦିନ ମଧ୍ୟରେ ଏନେଇ ଉତ୍ତର ରଖିବାକୁ କେନ୍ଦ୍ର ସରକାରଙ୍କୁ ୫ ଜଣିଆ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି। ଏହାର ଶୁଣାଣି ଅକ୍ଟୋବରଠାରୁ ସମ୍ବିଧାନ ପୀଠରେ କରାଯିବ ବୋଲି ସୁପ୍ରିମ୍‌କୋର୍ଟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri