Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ସୁପ୍ରିମ୍‌କୋର୍ଟରେ ଆବେଦନ କଲା ନ୍ୟାସନାଲ୍‌ କନଫରେନ୍ସ୍‌

ନୂଆଦିଲ୍ଲୀ,୧୦।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ଫାରୁକ୍‌ ଅବଦୁଲାଙ୍କ ନ୍ୟାସନାଲ୍‌ କନଫରେନ୍ସ୍‌ ସୁପ୍ରିମ୍‌କୋର୍ଟରେ ଆବେଦନ କରିଛି। ଦଳପକ୍ଷରୁ ଅକବର ଲୋନ୍‌ ଏନେଇ ଏକ ଆବେଦନ କରିଛନ୍ତି। ଏଠାକାର ବିଚ୍ଛିନ୍ନତାବାଦୀ ନେତା ଅବଦୁଲ୍‌ ଗନି ଲୋନ୍‌ଙ୍କର ପୁଅ ହେଉଛନ୍ତି ଅକବର। ସେ ଆବେଦନରେ ଦର୍ଶାଇଛନ୍ତି ଯେ, ଜମ୍ମୁ-କଶ୍ମୀରର ବିଭାଜନ ଅଣ-ସାମ୍ବିଧାନିକ। ଏହା ଦ୍ୱାରା ଗଣତାନ୍ତ୍ରିକ ପଦ୍ଧତିର ଉଲ୍ଲଂଘନ ହୋଇଥିବା ଦର୍ଶାଇ ସେ ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri