Posted inଜାତୀୟ

ଅନୁପ୍ରବେଶ ପାଇଁ ନିୟନ୍ତ୍ରଣ ରେଖାରେ ଡେରା ପକାଇଛନ୍ତି ୫ ଶହ ଆତଙ୍କବାଦୀ: ଯୋଗାଯୋଗ ଲାଗି ବ୍ୟବହାର କରୁଛନ୍ତି ନୂଆ କୋଡ୍‌

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ୫ଶହରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଡେରା ପକାଇଛନ୍ତି। ନିଜ ନିଜ ମଧ୍ୟରେ ଯୋଗାଯୋଗ କରିବା ଳାଗି ସେମାନେ ନୂଆ କୋଡ୍‌ ବ୍ୟବହାର କରୁଛନ୍ତି। ଏହି କୋଡ୍‌ ଭାଙ୍ଗିବାକୁ ଏପର୍ଯ୍ୟନ୍ତ ଭାରତୀୟ ଗୋଇନ୍ଦା ବିଭାଗ ସକ୍ଷମ ହୋଇ ପାରି ନ ଥିବା କୁହାଯାଉଛି। ଆତଙ୍କବାଦୀଙ୍କୁ ଏଭଳି କୋଡ୍‌ ବ୍ୟବହାର କରିବା ଲାଗି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବଂ ପାକିସ୍ତାନ ଆର୍ମି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆତଙ୍କବାଦୀମାନେ ୬୬/୮୮ ଭାବେ ଜୈଶ୍‌-ଇ-ମହମ୍ମଦ୍‌କୁ କୋଡ୍‌ କରିଛନ୍ତି। ସେହିପରି ଲଶ୍କର-ଇ-ତୋଏବାକୁ ଏ-୩, ଅଲ୍‌-ବଦରକୁ ଡି-୯ ଭାବେ କୋଡ୍‌ କରାଯାଇଛି। ପାକିସ୍ତାନ ଆର୍ମି ଆତଙ୍କବାଦୀଙ୍କ ସହିତ ଯୋଗାଯୋଗ କରିବା ଲାଗି ହାଇ ଫ୍ରିକ୍ୟୁଏନ୍ସି ରେଡିଓ ଓ୍ବେଭ୍‌ ବ୍ୟବହାର କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri