ଅନୁଭବଙ୍କୁ ହଇରାଣ କରୁଛନ୍ତି ପଡ଼ୋଶୀ, ଶୁଣିଲାନି ପୋଲିସ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କୁ ତାଙ୍କ ପଡ଼ୋଶୀ ହଇରାଣ କରୁଛନ୍ତି। ଏଥିସହ ପୋଲିସ ମଧ୍ୟ ତାଙ୍କୁ ଦୁର୍ବ୍ୟବହାର କରିଥିବା ସୋମବାର ଟୁଇଟ୍‌ କରି ସେ ଜଣାଇଛନ୍ତି।
ଅନୁଭବ ଜଣାଇଛନ୍ତି ଯେ, କଟକସ୍ଥିତ ବାସଭବନ ସମ୍ମୁଖରେ କେତେଜଣ ଦୁର୍ବୃତ୍ତ ଗଣ୍ଡଗୋଳ କରିବା ସହ ତାଙ୍କୁ ଗାଳିଗୁଲଜ କରିଥିଲେ। ଏ ନେଇ ଅଭିଯୋଗ ପରେ ବି ପୁରୀଘାଟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। କେବଳ ସେତିକି ନୁହେଁ, ପୁରୀଘାଟ ଥାନା ଆଇଆଇସି ତାଙ୍କୁ ଦୁର୍ବ୍ୟବହାର କରିଥିବା ମଧ୍ୟ ଅନୁଭବ ଟୁଇଟ୍‌କରି ଜଣାଇଛନ୍ତି। ଆଇଆଇସି ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲ ସ୍ବପ୍ନ ଚୂର୍‌ମାର: ଟୁର୍ନାମେଣ୍ଟରୁ ବିଦାୟ ନେଲେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୩୧।୧୦: ହଂକଂ ସୁପର ସିକ୍ସେସ ୨୦୨୬ରେ ଭାରତୀୟ ଦଳର ପ୍ରଦର୍ଶନ ଅତ୍ୟନ୍ତ ନିରାଶାଜନକ ରହିଛି। ଦଳର ପ୍ରଦର୍ଶନ କେତେ ଖରାପ ଥିଲା, ତାହା ଏଥିରୁ ଅନୁମାନ କରାଯାଇପାରେ…

ପୁଣି ଆସୁଛି ବାତ୍ୟା! ୬ ଘଣ୍ଟାରେ ଅବପାତ, ୨୪ ଘଣ୍ଟାରେ ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର,୩୧।୧୦: ପୁଣି ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଦେଖାଯାଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଉପରେ କେନ୍ଦ୍ରୀଭୂତ ଆଉଏକ ଲଘୁଚାପ ବଙ୍ଗୋପସାଗରରେ ଅବପାତରେ…

ଟିମ୍‌ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ଚୁପଚାପ କରୁଛନ୍ତି ଏହି କାମ: କୋଚ କରିଦେଲେ…

ନୂଆଦିଲ୍ଲୀ,୩୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫…

ରାତିରୁ ନିଖୋଜ ଥିଲେ, ପୋଖରୀ କୂଳରୁ ମିଳିଲା ଛାତ୍ରୀଙ୍କ ମୃତଦେହ; ଏକତରଫା ପ୍ରେମରୁ ହତ୍ୟାକୁ ନେଇ…

ମାର୍ଶାଘାଇ, ୩୧।୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଯଦୁପୁର ଗ୍ରାମରେ ଏକ ଅଭାବନୀୟ ଓ ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗତକାଲି ରାତିରୁ…

ଏହି ଦିନ ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌: RBIର କଲା ଘୋଷଣା!

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୨୭ ଏପ୍ରିଲ ୧ ତାରିଖରୁ ୧୦ ଓ ୨୦ ଟଙ୍କିଆ ନୂଆ ପଲିମର (ପ୍ଲାଷ୍ଟିକ) ନୋଟ୍‌ର ପାଇଲଟ ପ୍ରୋଜେକ୍ଟ ବା…

ଋଷିକୁଲ୍ୟା ବନ୍ୟାରେ ପୁରୁଷୋତ୍ତମପୁର ବେହାଲ: ରାତିରେ ସ୍ଥିତି ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ, ଆସନ୍ତା ୧୦ ଦିନ ଯାଏ…

ପୁରୁଷୋତ୍ତମପୁର, ୩୧।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳକୁ ସମ୍ପୂର୍ଣ୍ଣ ଛାରଖାର କରିଦେଇଛି। ଗାଁଠାରୁ ସହର…

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

ଗଞ୍ଜାମ ବନ୍ୟାରେ ମାନବିକତାର ପରିଚୟ ଦେଲେ ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନଏସଏସ) କୋ-ୟୁନିଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?