ଅନୁଭବଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ ରେକର୍ଡ

କଟକ ଅଫିସ,୧୬।୭: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସ ମହାନ୍ତିଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି। ୧୬୪ ଧାରାରେ କଟକ ଜେଏମ୍‌ଏଫ୍‌ସି କୋର୍ଟରେ ବୟାନ ରଖିଛନ୍ତି ମହିଳା। ଏହି ସମୟରେ ସେଠାରେ ପୁରୀ ଘାଟ ପୋଲିସ ଏବଂ ତଦନ୍ତକାରୀ ଅଫିସରମାନେ ଉପସ୍ଥିତ ଥିଲେ।

ପ୍ରକାଶଯୋଗ୍ୟ, ଏମ୍‌ପି ତଥା ଅଭିନେତା ଅନୁଭବ ଏବଂ ଭାଇ ଅନୁପ୍ରାସଙ୍କ ନାମରେ ମହିଳାଜଣକ ପୁରୀ ଘାଟ ଥାନାରେ ଏତଲା ଦେଇଥିଲେ। ଅନୁଭବ ତାଙ୍କୁ ଗାଳିଗୁଲଜ କରିଥିବା ସେ ଅଭିଯୋଗରେ ଦର୍ଶାଇଥଲେ। ଅପରପକ୍ଷେ ଅନୁଭବ ଏହାକୁ ଖଣ୍ଡନ କରିବା ସହ ତାଙ୍କୁ ବଦ୍‌ନାମ କରିବା ଲାଗି ଷଡ଼ଯନ୍ତ୍ର କରାଯାଉଥିବା କହିଥିଲେ। ତେବେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗରେ ସେ ରବିବାର ଥାନା ସମ୍ମୁଖରେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri