ଅନୁରାଧା ପୋଡ଼ଓ୍ବାଲଙ୍କୁ ନିଜର ମା କହିଲେ ୪୫ ବର୍ଷ ବୟସ୍କା ମହିଳା: ଦାବି କଲେ ୫୦ କୋଟି କ୍ଷତି ପୂରଣ

ଥିରୁଭାନନ୍ତପୁରମ୍‌,୨।୧: ଖ୍ୟାତି ସମ୍ପନ୍ନ ଗାୟିକା ଅନୁରାଧା ପୋଡ଼ଓ୍ବାଲଙ୍କୁ ନେଇ ଏବେ ଜୋର୍‌ ସୋର୍‌ ଚର୍ଚ୍ଚା ଆରମ୍ଭ ହୋଇଛି। କେରଳର ଥିରୁଭାନନ୍ତପୁରମ୍‌ଠାରେ ବାସ କରୁଥିବା ଜଣେ ୪୫ ବର୍ଷ ବୟସ୍କା ମହିଳା ଅନୁରାଧା ପୋଡ଼ଓ୍ବାଲଙ୍କୁ ନିଜର ମା ଦାବି କରିଛନ୍ତି। ଏହା ସହିତ ସେ ୫୦ କୋଟି ଟଙ୍କାର କ୍ଷତିପୂରଣ ମଧ୍ୟ ଦାବି କରିଥିବା ସ୍ଥାନୀୟ ଫ୍ୟାମିଲି କୋର୍ଟ ପକ୍ଷରୁ କୁହାଯାଇଛି। ୬୭ ବର୍ଷ ବୟସ୍କା ଅନୁରାଧଙ୍କ ବିରୋଧରେ ଏଭଳି ଗୁରୁତର ଅଭିଯୋଗ ଆଣିଥିବା ମହିଳା ଜଣକ ହେଉଛନ୍ତି କରମାଳା। ସେ ୪ଦିନର ଥିବାବେଳେ ଅନୁରାଧା ତାଙ୍କୁ ପାଳିତ ମାତା-ପିତା ପୋନାଞ୍ଚନ ଏବଂ ଅଗନେସ୍‌ଙ୍କୁ ପ୍ରଦାନ କରିଥିଲେ। ତେବେ ପାଳିତ ମାତା-ପିତାଙ୍କଠାରୁ ଏସମ୍ପର୍କରେ ଜାଣିବା ପରେ କରମାଳା ଆଇନଜୀବୀ ଅନୀଲ ପ୍ରସାଦଙ୍କ ସହିତ ଯୋଗାଯୋଗ କରିଥିଲେ। କରମାଳା ନିଜର ଡିଏନ୍‌ଏ ଟେଷ୍ଟ ପାଇଁ ମଧ୍ୟ ରାଜି ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri