Posted inଖେଳ

ଅନୁଷ୍କାଙ୍କୁ ବିବାହ ପୂର୍ବରୁ ଏହି ୪ ଅଭିନେତ୍ରୀଙ୍କ ସହ ଥିଲା ବିରାଟ କୋହଲିଙ୍କ ଆଫେୟାର୍ସ 

ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ବିବାହ କରିବା ପୂର୍ବରୁ ବିରାଟ କୋହଲିଙ୍କ ନାଁ ଅନେକ ଅଭିନେତ୍ରୀଙ୍କ ଯୋଡା ଯାଇଥିଲା। ସାକ୍ଷୀ ଅଗ୍ରଓ୍ବାଲ, ତମନ୍ନା ଭାଟ୍ଟିଆ, ଇଜାବେଲ ଲେଟ, ସାରା ଜନ ଡାଏସଙ୍କ ଭଳି ଅଭିନେତ୍ରୀଙ୍କ ସହ ବିରାଟଙ୍କ ଆଫେୟାର୍ସ ଥିଲା ବୋଲି କୁହାଯାଏ।
ସାକ୍ଷୀ କନ୍ନଡ ଫିଲ୍ମରେ ସକ୍ରିୟ ଅଛନ୍ତି। ବିରାଟ ବେଙ୍ଗାଲୁରୁ ରୟାଲ ଚ୍ୟାଲେଞ୍ଜର୍ସ ପକ୍ଷରୁ ଆପିଏଲ ଖେଳୁଥିବାବେଳେ ସାକ୍ଷୀଙ୍କ ସହ ଭେଟ ହୋଇଥିଲା। କିନ୍ତୁ ଏହି ସମ୍ପର୍କ ଅଧିକ ଦିନ ତିଷ୍ଠି ପାରି ନ ଥିଲା।
ତମନ୍ନା ଏବଂ ବିରାଟ ବିଭିନ୍ନ ବିଜ୍ଞାପନ ଶୁଟିଂରେ ଏକାଠି କାମ କରିଛନ୍ତି। ଉଭୟ ଭଲ ବନ୍ଧୁ ମଧ୍ୟ। ଉଭୟଙ୍କ ମଧ୍ୟ ପ୍ରେମ ସମ୍ପର୍କ ଥିବା ବେଶ୍‌ ଚର୍ଚ୍ଚା ହେଉଥିଲା।
ବ୍ରାଜିଲିଆନ୍‌ ମଡେଲ୍‌ ଇଜାବେଲ ଅନେକ ବଲିଉଡ୍‌ ଚଳଚ୍ଚିତ୍ରରେ ନଜର ଆସିଥିଲେ। ସେ ଭାରତ ଆସିବା ପରେ ବିରାଟ ତାଙ୍କର ପ୍ରଥମ ବନ୍ଧୁ ଥିଲେ। ଉଭୟଙ୍କ ମଧ୍ୟରେ ଦୁଇ ବର୍ଷ ଧରି ପ୍ରେମ ସମ୍ପର୍କ ଥିଲା ବୋଲି ଇଜାବେଲ ଏକ ସାକ୍ଷାତକାରରେ ସ୍ବୀକାର କରିଥିଲେ।
ପୂର୍ବତନ ଫେମିନା ମିସ୍‌ ଇଣ୍ଡିଆ ଥିବା ସାରା ଏକ ପାର୍ଟିରେ ବିରାଟଙ୍କୁ ଭେଟିଥିଲେ। ପରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ହୋଇଥିଲା। କିନ୍ତୁ ପରେ ବେଶୀ ଦିନ ପର୍ଯ୍ୟନ୍ତ ଚାଲି ନ ଥିଲା।

Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?