ଅନ୍ତର୍ଜାତୀୟ ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ: ୪ ଗିରଫ

ସମ୍ବଲପୁର,୨୦।୧୨(ବ୍ୟୁରୋ)-ସମ୍ବଲପୁର ଜିଲା ପୋଲିସ ଶୁକ୍ରବାର ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ କରିଛି। ଏଥିରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବିହାର ନନ୍ଦପୁରର ରାଜେଶ ପ୍ରସାଦ ସିଂ( ୩୭), ଗୟା ଜିଲାର ସ୍ବରୁଭ କୁମାର( ୨୭), ଶଶୀ ଭୂଷଣ କୁମାର(୨୦) ଓ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ସିମ୍ପାଲି ଗ୍ରାମର ସ୍ବାଧୀନ ବହିଦାର। ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସହ ଅନ୍ୟ ୨ ଜଣ ଫେରାର ଅଛନ୍ତି। ଗିରଫ ଅଭିଯୁକ୍ତଙ୍କ ନିକଟରୁ ୧ ଲକ୍ଷ ୪୬ ହଜାର ଟଙ୍କା ସହ ଲାପଟପ୍‌, ମୋବାଇଲ, ସ୍କାନିଙ୍ଗ ମେଶିନ, କୋଲିନ ମେଶିନ, ହାର୍ଡଡିକ୍ସ ଆଦି ସାମଗ୍ରୀ ସହ ଦୁଇଟି କାର ଜବତ କରାଯାଇଛି। ଏ ନେଇ ଅଇଁଠାପାଲି ଥାନାରେ କେସ ନଂ ୩୨୧/୧୯ରେ ଏକ ମାମଲା ରୁଜୁ ହୋଇଥିବା ଅଫିସ ପରିସରରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri