ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗ ନେବାକୁ କଳାକାରଙ୍କ ଗୋଆ ଗସ୍ତ

ବ୍ରହ୍ମପୁର ଅଫିସ,୨୬।୭: ଗୋଆଠାରେ ଚଳିତମାସ ୨୮ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗନେବାକୁ ଗଞ୍ଜାମ ଜିଲାର ଏକ ୧୬ ଜଣିଆ ନାଟ୍ୟ ଦଳ ଶୁକ୍ରବାର ସକାଳୁ ଗୋଆ ଯାତ୍ରା କରିଛନ୍ତି । ପାତ୍ରପୁର ବ୍ଲକ ସାହସପୁରର ମା’ ଦୁର୍ଗା ଶିକ୍ଷା ଓ ସାଂସ୍କୃତିକ ସଂଘର କଳାକାରମାନେ ବ୍ରହ୍ମପୁର ଷ୍ଟେଶନରୁ ଗୋଆ ଯାତ୍ରା କରିଛନ୍ତି। ଏହି କଳାକାରମାନେ ଉକ୍ତ ମହୋତ୍ସବରେ ରଞ୍ଜିତ ପଟ୍ଟନାୟକଙ୍କ ରଚିତ ଓ ରାଜଗୋପାଳ ପାଢ଼ୀଙ୍କ ନିର୍ଦ୍ଦେଶିତ ନାଟକ ‘ଉଭା କୁବେର ପୋତା ସପନ’ ପରିବେଷଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri