ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ : ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କଲେ ମନ୍ତ୍ରୀ

ବିଜେପୁର,୧୧।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରରେ ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗ୍ରାମ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ଯୋଗଦେଇ ଭୂମିହୀନଙ୍କୁ ଜମି ପଟ୍ଟା ସହ ଭତ୍ତା ଏବଂ ଶ୍ରମିକ କାର୍ଡ଼ ବଣ୍ଟନ କରିଥିଲେ। ତହସିଲଦାର ପଦ୍ମନାଭ ସାମନ୍ତରାୟ ଏଥିରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଧାୟିକା ରୀତା ସାହୁ, ବ୍ଲକ ଅଧ୍ୟକ୍ଷା ମାନିନୀ ଭୋଇ, ଅତିରିକ୍ତ ତହସିଲଦାର ନାରାୟଣ ସାହୁ, ସିଡିପିଓ ଚନ୍ଦ୍ରା ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ମଧୁବାବୁ ପେନ୍‌ସନ ଯୋଜନାରେ ୧୪୬୫, ଇନ୍ଦିରାଗାନ୍ଧୀ ଯୋଜନାରେ ୧୯୦, ବିଜେପୁର ଏନ୍‌ଏସିରେ ୫୨ଜଣଙ୍କୁ ନୂତନ ଭାବରେ ଗୋଟିଏ ମାସର ଭତ୍ତା ଟଙ୍କା ପ୍ରଦାନ କରାଯାଇଥିଲା। ସେହିପରି ୭୦୦ଜଣଙ୍କୁ ଶ୍ରମିକ କାର୍ଡ଼ ଓ ୧୭ଜଣ ଭୂମିହୀନଙ୍କୁ ଜମିପଟ୍ଟା ଦିଆଯାଇଥିଲା। ଟୁହିଲାମାଲର କୃଷ୍ଣଚନ୍ଦ୍ର ହରିପାଲଙ୍କୁ ମନ୍ତ୍ରୀ ସିଂ ଟ୍ରାଇସାଇକେଲ ପ୍ରଦାନ କରିଥିଲେ। ଭାରପ୍ରାପ୍ତ ଏସ୍‌ଇଓ ପାଣ୍ଡବ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri