ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସ୍ବତନ୍ତ୍ର କାର୍ଯ୍ୟକ୍ରମ:୮ରେ ମହିଳାଙ୍କ କାର୍‌ ରାଲି

ଭୁବନେଶ୍ୱର, ୧।୩(ବ୍ୟୁରୋ): ସେବା ପ୍ରୟାସ ଫାଉଣ୍ଡେଶନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ରାଜଧାନୀରେ ବିଗତ ଦୁଇବର୍ଷରୁ ଚାଲି ଆସୁଥିବା ମହିଳା କାର୍‌ ରାଲି ଆସନ୍ତା ମାର୍ଚ୍ଚ ୮ ରେ ଆୟୋଜିତ ହେବ। ଚଳିତବର୍ଷ ଏହି ରାଲି ସ୍ୟାଣ୍ଡି ଟାୱାର ପାର୍ଶ୍ୱରେ ଥିବା ସଡକଠାରୁ ଆରମ୍ଭ ହୋଇ ଜୟଦେବ ବିହାର, ଆଚାର୍ଯ୍ୟବିହାର, ବାଣୀବିହାର, ରାମମନ୍ଦିର ଛକ, ସୈନିକ ସ୍କୁଲ ଛକ ଓ କିଟ୍‌ କ୍ୟାମ୍ପସ୍‌-୧ ଗ୍ରାଉଣ୍ଡରେ ପହଞ୍ଚତ୍ବ। ଏହି ଅବସରରେ ଫାଉଣ୍ଡେଶନ ପକ୍ଷରୁ ମହିଳାଙ୍କୁ ବିଭିନ୍ନ ବର୍ଗରେ ବିରାଙ୍ଗନା ପୁରସ୍କାର ଏବଂ କଳିଙ୍ଗ ବିରାଙ୍ଗନା ପୁରସ୍କାର ପ୍ରଦାନ କରାଯିବା ସହ କାର୍‌ ରାଲିରେ ବିଜୟୀ ହୋଇଥିବା ମହିଳାଙ୍କୁ ସମ୍ମାନିତ କରାଯିବ। ସ୍ଥାନୀୟ ପ୍ରେସ୍‌ କ୍ଲବ୍‌ ଅଫ୍‌ ଓଡ଼ିଶା ପରିସରରେ ଫାଉଣ୍ଡେଶନ ପକ୍ଷରୁ ଶନିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଫାଉଣ୍ଡର୍‌ ଲିଙ୍କନ୍‌ ସୁବୁଦ୍ଧି, ନିର୍ଦ୍ଦେଶିକା ନମ୍ରତା ଚଢା ଏବଂ ବିଶିଷ୍ଟ ଆଥ୍‌ଲେଟ୍‌ ଓ ରାଲିର ଉପଦେଷ୍ଟା ଅନୁରାଧା ବିଶ୍ବାଳ ଏହି ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଇଚ୍ଛୁକ ମହିଳାମାନେ https://form.jotform.com/20053888362605p ଏହି ଲିଙ୍କ ଖୋଲି ନିଜ ନାମ ପଞ୍ଜୀକରଣ କରିବାକୁ ଏହି ଅବସରରେ ଫାଉଣ୍ଡର୍‌ ସୁବୁଦ୍ଧି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri