ଅନ୍ତର୍ଜାତୀୟ ମହିଳା ଦିବସ: ‘ଦକ୍ଷତା ବିକାଶ ଆଧାରରେ ପରିଚୟ ସୃଷ୍ଟି କରିବାକୁ ଆହ୍ବାନ’

ସୁନ୍ଦରଗଡ଼,୮।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ କିଶୋର କୁମାର ଦାଶ ସ୍ବାଗତ ଅଭିଭାଷଣ ପ୍ରଦାନ କରି ମହିଳାମାନେ ଅସୀମ ବୁଦ୍ଧିମତ୍ତାର ଅଧିକାରିଣୀ ଓ ସଶକ୍ତ। ତେଣୁ ଏହି ଦିବସରେ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରୁଛି ବୋଲି କହିଥିଲେ। ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସୁନ୍ଦରଗଡ଼ ସରକାରୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ଇନ୍ଦିରା ନାଏକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟର ପ୍ରାଧ୍ୟାପକ ଡଃ ରାଧେଶ୍ୟାମ ଓତା, ପ୍ରାଧ୍ୟାପିକା ଡଃ ଜୟଶ୍ରୀ ଶୁକ୍ଳା, ପ୍ରାଧ୍ୟାପକ ଡଃ ଲଳିତ ରଞ୍ଜନସାହୁ, ଅଧ୍ୟାପିକା ଡଃ ସୁପ୍ରଭା ନାଏକ, ଅଧ୍ୟାପକ ପ୍ରଭାକର ସେଠୀ, ଗୀତାରାଣୀ ଦାଶ, ଅଧ୍ୟାପିକା ସୁସ୍ମିତା ଭୋଇ,ସୁଜାତା ମିଶ୍ର, କାର୍ଯ୍ୟାଳୟ ପ୍ରମୁଖ ପ୍ରଦୀପ ବହିଦାର ପ୍ରମୁଖ ଯୋଗଦେଇ ନାରୀ ଉପଯୁକ୍ତ ଶିକ୍ଷା ମାଧ୍ୟମରେ ପରିବାର ସମାଜ ଓ ରାଷ୍ଟ୍ର ନିର୍ମାଣରେ ବ୍ରତୀ ହେବା ସହ ସୃଜନାତ୍ମକ ଦକ୍ଷତାକୁ ପ୍ରତିପାଦିତ କରିବାକୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri