ଅନ୍ତର୍ଜାତୀୟ ମାତୃଭାଷା ଦିବସ: ସବୁ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅନ୍ତର୍ଜାତୀୟ ମାତୃଭାଷା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଅନ୍ତର୍ଜାତୀୟ ମାତୃଭାଷା ଦିବସର ଶୁଭେଚ୍ଛା। ଆମ ମାତୃଭାଷା ଓଡ଼ିଆର ମାଧୁର୍ଯ୍ୟ ହେଉଛି ଆମର ସ୍ବତନ୍ତ୍ର ପରିଚୟ। ଏହାକୁ ସମୃଦ୍ଧ କରିବାରେ ବହୁମୂଲ୍ୟ ଅବଦାନ ଥିବା ମହାପୁରୁଷମାନଙ୍କୁ ହୃଦୟରୁ ସମ୍ମାନ ଜଣାଉଛି। ଏହାର ସୁରକ୍ଷା ଓ ପ୍ରସାର ପାଇଁ ଆମ ସରକାର ସଙ୍କଳ୍ପବଦ୍ଧ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ପ୍ରତିବର୍ଷ ଫେବୃୟାରୀ ୨୧ ତାରିଖରେ ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଆସୁଛି। ବିଶ୍ୱରେ ଭାଷା ଓ ସଂସ୍କୃତିକୁ ନେଇ ଥିବା ବିବିଧତାର ସଂରକ୍ଷଣ ଓ ସମୃଦ୍ଧି ଏହି ଦିବସ ପାଳନର ମୂଳ ଉଦ୍ଦେଶ୍ୟ। ଚଳିତ ବର୍ଷ ଏହାର ଅନୁଚିନ୍ତା ରହିଛି ‘ଲାଙ୍ଗୁଏଜ୍‌ ଉଇଦ୍‌ଆଉଟ୍‌ ବର୍ଡର’ ବା ସୀମାନ୍ତ ନ ଥିବା ଭାଷା।


Enter your email to get our daily news in your inbox.

All Right Reserved By Dharitri.Com

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri