ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି (ଆଇସିଆର୍‌ସି)ର ପ୍ରତିନିଧିମାନଙ୍କୁ ଭେଟିଛନ୍ତି। ନୋବେଲ ପୁରସ୍କାର ବିଜୟିନୀ ସୁ ଚୀ କ୍ଷମତାଚ୍ୟୁତ ହେବା ପରେ ପ୍ରଥମ ଥର ପାଇଁ ବାହାର ଦୁନିଆର କୌଣସି ସଂଗଠନର ପ୍ରତିନିଧିଙ୍କୁ ଭେଟିଛନ୍ତି। ମ୍ୟାନ୍‌ମାରରେ ଆଇସିଆର୍‌ସିର ପ୍ରତିନିଧି ଅର୍ନାଉଡ୍‌ ଡି ବାକ୍ୟୁଙ୍କ ସହ ସୁ ଚୀ କରମର୍ଦ୍ଦନ କରୁଥିବା ଏକ ଫଟୋରେ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ପ୍ରେସ୍‌ ଓ ସୂଚନା ବ୍ୟୁରା ପକ୍ଷରୁ ଉକ୍ତ ଫଟୋ ପ୍ରକାଶ କରାଯାଇଥିବାବେଳେ ବୈଠକର ସ୍ଥାନ ଓ କ’ଣ ଆଲୋଚନା ହୋଇଛି ତାହା ସ୍ପଷ୍ଟ କରାଯାଇ ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ଭାରତକୁ ଖୁବ୍‌ ପ୍ରଶଂସା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ମୋଦିଙ୍କୁ ନେଇ କହିଲେ ବଡ଼ କଥା

ଜେରୁଜେଲମ/ନୂଆଦିଲ୍ଲୀ,୪।୮: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ରାଜନୈତିକ ଗତିଶୀଳତା ପରିବର୍ତ୍ତନ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ ସହିତ ତାଙ୍କ ଦେଶର ସମ୍ପର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri