ଅନ୍ତିମ ପର୍ଯ୍ୟାୟ ୯ ଲୋକ ସଭା ଆସନ ପାଇଁ ମୋଦି-ଶାହ-ମମତା ମୁହାଁମୁହିଁ

କୋଲକାତା,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ମେ ୧୯ରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ପଶ୍ଚିମବଙ୍ଗର ୯ ଆସନ ପାଇଁ ମତଦାନ ହେବ। ଆସନ ହାତେଇବା ଲାଗି ଏଠାରେ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ପ୍ରତିଯୋଗୀତା ଜାରି ରହିଛି। ଫଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁହାଁମୁହିଁ ହୋଇଛନ୍ତି। ମୋଦି ଲହରକୁ ଅଟକାଇବା ପାଇଁ ମମତା ପୁରା ଦମ୍‌ରେ ଲାଗିଛନ୍ତି। ୨୦୧୪ରେ ଭାଜପା ଉତ୍ତରପ୍ରଦେଶରେ ୭୧ ଆସନରେ ବିଜୟ ଲାଭ କରିଥିଲା। ତେବେ ସାମ୍ପ୍ରତିକ ପରିବର୍ତ୍ତିତ ରାଜନୀତିରେ ଉତ୍ତରପ୍ରଦେଶରେ ପୂର୍ବ ସଫଳତା ଭାଜପା ଖାତାକୁ ଆସିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ତେଣୁ ଭାଜପା ପଶ୍ଚିମବଙ୍ଗ ଲୋକସଭା ଆସନରରୁ କିଛି ହାତେଇବାର ଉଦ୍ୟମ କରୁଛି। ମାତ୍ର ମମତା ଦିଦିଙ୍କ ହୁଙ୍କାର ଯୋଗୁ ଏହା ସମ୍ଭବ ହୋଇପାରୁ ନ ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri