ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜ ଲୋକେ ମନାକଲେ: ଯୁବକମାନେ କଲେ ଶବ ସତ୍କାର

ବଡ଼ଗାଁ, ୨୯।୧୧ (ଡି.ଏନ.ଏ)- ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜର ଲୋକେ ଶବ ସତ୍କାର କରିବାକୁ ମନା କରିଦେଲେ। ଶବ ଘରେ ପଡିରହିଥିଲା। ଶେଷରେ ସ୍ବେଚ୍ଛାସେବୀ ଯୁବକମାନେ ସତ୍କାର କଲେ। ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ ଜିଲା ବଡଗାଁ ବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମରେ। ଯୁବକମାନେ ମାନବିକତାର ଦୃଷ୍ଟାନ୍ତ ଦେଇ ସମାଜ ପାଇଁ ସମାନତାର ବାର୍ତ୍ତା ଦେଇଛନ୍ତି।
ଘଟଣା ହେଲା ସାହାଜବାହାଲ ଆମବୁରେଇପଡାର ସରୋଜ ପ୍ରଧାନ (୪୮) ଗୁରୁବାର ରାତି ୩ଟାରେ ଅସୁସ୍ଥ ହୋଇଥିଲେ। କିଛି ସମୟ ପରେ ହୃଦଘାତରେ ମୃତ୍ୟୁ ହୋଇଥିଲା। ଡେଲକି ଖଡିଆ ସମାଜର ସରୋଜ ୧୮ ବର୍ଷ ପୂର୍ବେ ନିକଟବର୍ତ୍ତି ଦଶରାପଡାର ଜଣେ ଅନ୍ୟ ଜାତିର ଯୁବତୀଙ୍କୁ ବିବାହ କରିଥିଲେ। ସେ ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜ ଲୋକେ ଶବ ସତ୍କାର କରିବାକୁ ମନା କରିଦେଇଥିଲେ। ଏହି ଖବର ଶୁଣି ସାହାଜବାହାଲ ଗ୍ରାମର ଗଣେଷ ଜୟପୁରିଆ, ସରୋଜ ସାହୁ, ଚିନ୍ମୟ ସା, ଆଶ୍ଚର୍ଯ୍ୟ ବେହେରା, ଗଗନ ସେଠ ମୃତକଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ସାନ୍ତ୍ୱନା ଦେବା ସହ ଶବ ସତ୍କାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?