Posted inଖେଳ

ଅନ୍‌ଲାଇନ୍‌ ଚେସ୍‌: କୌଶିକ ଚାମ୍ପିୟନ

ଭୁବନେଶ୍ୱର, ୧୦ା୫(କ୍ରୀଡ଼ା ପ୍ରତିନିଧି)- ଏସଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଦ୍ୱିତୀୟ ଅନ୍‌ଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କୌଶିକ ପାଣିଗ୍ରାହୀ ଚାମ୍ପିୟନ ହୋଇଛନ୍ତି। ଦୁଇଜଣ ଖେଳାଳି ୫ ପଏଣ୍ଟ ଲେଖାଏ ପାଇଥିଲେ ହେଁ ବୁକୋଲଜରେ କୌଶିକ ପ୍ରଥମ ଏବଂ ପ୍ରତୀକ ଚୌରାସିଆ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅନୁଜ ସୁବୁଦ୍ଧି, ତେଜାସ ଲୋହାନୀ, ମହାବୀର ପାତ୍ର(ସମସ୍ତେ ୪ ପଏଣ୍ଟ), ସାଇ ସମ୍ପ୍ରଦା ମହାନ୍ତି, ଆଦ୍ୟନ ରଥ(ଉଭୟେ ୩.୫), ଶିବାଂଶ ମିଶ୍ର, ଧୀର ଚାୱଲା ଓ ଆଦିତ୍ୟ ନାରାୟଣ ମହାନ୍ତି (ସମସ୍ତେ ୩ ପଏଣ୍ଟ) ଟପ୍‌-୧୦ ଫିନିଶ୍‌ କରିଛନ୍ତି। ଏସ୍‌ଆର୍‌ ଚେସ୍‌ ସେଣ୍ଟରର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ଡ.ମାନସ ରଞ୍ଜନ ମିଶ୍ର ଓ ସତ୍ୟଜିତ ପଟ୍ଟନାୟକଙ୍କ ତତ୍ତ୍ବାବଧାନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri