ଅନ୍‌ଲାଇନ ହେଟ୍‌ ବନ୍ଦ କରିବାକୁ ରତନ ଟାଟାଙ୍କ ଆହ୍ବାନ

ମୁମ୍ବାଇ,୨୧।୬: ବର୍ତ୍ତମାନ ଅନଲାଇନରେ ଘୃଣା, ଟ୍ରୋଲ ଏବଂ ଅନ୍ୟକୁ ଭଡକାଇବା ଭଳି ବିଭିନ୍ନ ଘଟଣା ଦେଖିବାକୁ ମିଳୁଛି। ଏଭଳି ସ୍ଥିତିରେ ଅନଲାଇନ ହେଟ୍‌କୁ ବନ୍ଦ କରିବା ଲାଗି ଜଣାଶୁଣା ଉଦ୍ୟୋଗପତି ତଥା ଟାଟା ଗ୍ରୁପର ସେବା ନିବୃତ୍ତ ଅଧ୍ୟକ୍ଷ ରତନ ଲୋକମାନଙ୍କୁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଭାରତ ସାମ୍ନାରେ ଅନେକ ଚ୍ୟାଲେଞ୍ଜ ରହିଛି। ଏଭଳି ସ୍ଥିତିରେ ଅନଲାଇନରେ ଘୃଣା ଏବଂ ଦ୍ୱେଷ ବୃଦ୍ଧିକୁ ପ୍ରଶ୍ରୟ ଦିଆଯିବା ଉଚିତ ନୁହେଁ। ଏଥିରୁ ଲୋକମାନେ ଦୂରେଇ ରହିବା ଆବଶ୍ୟକ। ବର୍ତ୍ତମାନ ବ୍ୟକ୍ତି ଅନ୍ୟକୁ ସହାୟତା କରିବାର ମନୋଭାବ ପୋଷଣ କରିବା ଉଚିତ। ଇନଷ୍ଟାଗ୍ରାମ୍‌ରେ ଏକ ପୋଷ୍ଟ କରି ରତନ ଟାଟା କହିଛନ୍ତି ଯେ, ଅନଲାଇନରେ ବିଭିନ୍ନ କମ୍ୟୁନିଟି ମଧ୍ୟରେ ଯୁକ୍ତିତର୍କ ଲାଗି ରହୁଥିବା ଦେଖାଯାଉଛି। ଜଣେ ଅନ୍ୟ ଜଣକୁ ନୀଚା ଦେଖାଇବାକୁ ସବୁ ବେଳେ ଅଡି ବସୁଛି। ବର୍ତ୍ତମାନ ସମୟରେ ସମ୍ବେଦନଶୀଳତା ମନୋଭାବ ରଖିବା ସହ କୋମଳ ମନୋଭାବ ପୋଷଣ କରିବା, ସହାୟତା ଯୋଗାଇ ଦେବା ଜଣେ ଅନ୍ୟ ଜଣକୁ ବୁଝିବାର ଆବଶ୍ୟକତା ରହିଛି। ଅନଲାଇନ ହେଟ୍‌ଠାରୁ ଲୋକମାନେ ଦୂରେଇ ରହିବା ନେଇ ଆଗେଇ ଆସିବାକୁ ସେ ପୋଷ୍ଟ ଯୋଗେ ଆହ୍ବାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri