କୋଲାବନଗର, ୧।୫(ଡି.ଏନ୍.ଏ.)-ଅପରକୋଲାବ ଯୋଜନା ଶ୍ରମିକ ସଂଘ ପକ୍ଷରୁ ବୁଧବାର ଶ୍ରମିକ ଦିବସ ପାଳନ ହୋଇଯାଇଛି। ସଂଘର ସଂଘ କାର୍ଯ୍ୟାଳୟରେ ସ୍ଥାୟୀ ସଭାପତି ଦିନେଶ କୁମାର ମହାନ୍ତି ବୁଦବାର ସକାଳେ ସଂଘୀୟ ପତାକା ଉତ୍ତୋଳନ କରିଥିଲେ। ପରେ ସଂଘ ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସଂଘ ସମ୍ପାଦକ ଶଶୀଭୂଷଣ ସ୍ବାଇଁ ଶ୍ରମିକ ଦିବସ ତାତ୍ପର୍ଯ୍ୟ ସମ୍ପର୍କରେ କହିଥିଲେ। ଏହା ପରେ ଏକ ଶୋଭାଯାତ୍ରା ଯୋଜନା ଅଞ୍ଚଳ ପରିକ୍ରମା କରି ପୁନଶ୍ଚ ସଂଘ ସଭାଗୃହ ନିକଟରେ ପହଞ୍ଚତ୍ ଥିଲା। ପରେ ଶ୍ରମିକମାନଙ୍କ ଦ୍ୱାରା ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ପ୍ରାୟ ୨ଶହ ଶ୍ରମିକ ସାମିଲ ହୋଇଥିଲେ।
ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…
ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…
ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….
ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…
Archives

