ଅପରାହ୍ନ ୫ଟାରେ ପ୍ରକାଶ ପାଇବ ସିବିଏସ୍‌ଇ ବୋର୍ଡ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୧୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହେବାରୁ ସିବିଏସ୍‌ଇ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଧାରେ ଅଟକି ରହିଥିଲା। ତେବେ ଅବଶିଷ୍ଟ ପରୀକ୍ଷାଗୁଡ଼ିକ ପାଇଁ ସୂଚୀ ତାଲିକା ଶନିବାର ଅପରାହ୍ନ ୫ଟାରେ ପ୍ରକାଶ ପାଇବ। ଏନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପୂର୍ବରୁ ମେ ୧୦ରେ ପୋଖରିୟାଲ୍‌ କହିଥିଲେ ଯେ, ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଜୁଲାଇ ୧ରୁ ଆରମ୍ଭ ହୋଇ ଜୁଲାଇ ୧୫ରେ ଶେଷ ହେବ। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ଦଶମ ପରୀକ୍ଷା କେବଳ ନର୍ଥ-ଇଷ୍ଟ୍‌ ଦିଲ୍ଲୀରେ ହେବ। ଅପରପକ୍ଷରେ ଦ୍ୱାଦଶ ଶ୍ରେଣୀର ଅଟକି ରହିଥିବା ଅବଶିଷ୍ଟ ବିଷୟଗୁଡ଼ିକର ପରୀକ୍ଷା ଦେଶବ୍ୟାପୀ କରାଯିବ। ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଖାତାର ମୂଲ୍ୟାୟନ ଦେଶର ୩,୦୦୦ଟି କେନ୍ଦ୍ରରେ ସମ୍ପନ୍ନ ହେବ। ଏଥିଲାଗି କେନ୍ଦ୍ରସରକାରଙ୍କ ଅନୁମତି ମିଳିବା ସହିତ କେନ୍ଦ୍ର ପାଇଁ ଉଦ୍ଦିଷ୍ଟ ସ୍କୁଲଗୁଡ଼ିକୁ ମଧ୍ୟ ଚିହ୍ନଟ କରାଯାଇଥିବା ପୋଖରିୟାଲ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri