Posted inଫୁରସତ

ଅପରିଚିତ ଲୋକଙ୍କୁ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଦୁଇ ଝିଅ

ଆମେରିକାର ଇଲିନୋଇସ୍‌ରେ ଦୁଇ ଭଉଣୀ ମୃତ ପିତାଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଅପରିଚିତ ଲୋକଙ୍କ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଦୁଇ ଝିଅ। ମାର୍କ ଗୋରାଲସ୍କି ନାମକ ଜଣେ ବ୍ୟକ୍ତି ଅନେକ ଦିନ ହେବ କିଡନୀ ରୋଗରେ ପିଡିତ ଥିଲେ। ୨୦୧୮ରେ ତାଙ୍କ ମୃତ୍ୟୁ ଘଟିଥିଲା। ଯଦି ସଠିକ୍‌ ସମୟରେ କିଏ କିଡନୀ ଦାନ କରିଥାନ୍ତେ ସେ ବଞ୍ଚିଯାଇପାରିଥାନ୍ତେ କିନ୍ତୁ ଏମିତି ହୋଇପାରି ନ ଥିଲା। ଶେରେ ସେ ଜୀବନ ହାରିଥିଲେ। ମାର୍କଙ୍କ ଦୁଇ ଝିଅ ବେଥାନି ଏବଂ ହନ୍‌ହା ପିତାଙ୍କ ମୃତ୍ୟୁପରେ କୀଡନୀ ଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ମୋ ପିତା ଯେଉଁ ସମସ୍ୟା ଦେଇ ଗତି କରିଛନ୍ତି ଆମେ ଚାହିଁ ନ ଥିଲୁ ଅନ୍ୟ ପରିବାର ମଧ୍ୟ ଏଭଳି ଭୋଗୁ ସେଥିପାଇଁ ଆମେ ଏଭଳି ନିଷ୍ପତ୍ତି ନେଇଥିଲୁ ବୋଲି କହନ୍ତି ହନ୍‌ହା। ଆଜିକାଲି ଯୁବପିଢି ଅଙ୍ଗଦାନ କରିବା ପାଇଁ ଆଗେଇ ଆସିବା ଉଚିତ୍‌ ବୋଲି ସେ କହିଛନ୍ତି। କିଡନୀ ଦାନ କରିଥିବା ଦୁଇ ଭଉଣୀ ଏବେ ସୁସ୍ଥ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri